Posted inଜାତୀୟ

କର୍ନାଟକ ରାଜନୈତିକ ଅସ୍ଥିରତା ମଧ୍ୟରେ ଆରମ୍ଭ ହେବ ମୌସୁମୀ ଅଧିବେଶନ

ବେଙ୍ଗାଲୁରୁ,୧୨।୭: କର୍ନାଟକରେ ରାଜନୈତିକ ଅସ୍ଥିରତା ଲାଗି ରହିଥିବା ବେଳେ ଶୁକ୍ରବାର ଏହାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କିଛିଦିନ ହେବ ଲାଗି ରହିଥିବା ଇସ୍ତଫାକୁ ଦେଖି ଭାଜପା କହିଛି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବହୁମତ ହରାଇ ସାରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ବିଦ୍ରୋହୀ ବିଧାୟକଙ୍କ ଆବେଦନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବାଚସ୍ପତିଙ୍କୁ ସାକ୍ଷାତ କରି ଇସ୍ତଫା ପତ୍ର ପଦାନ କରିବାକୁ ସବୁ ବିଧାୟକଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ବାଚସ୍ପତି ଅଦାଲତଙ୍କୁ ସମୟ ମାଗିଥିଲେ ଯାହାର ଶୁଣାଣି ଶୁକ୍ରବାର ହେବ। ଏପଟେ ଶୁକ୍ରବାର ବିଧାନସଭାର ମୌସୁମୀ ଅଧିବେଶନ ମଧ୍ୟ ଆରମ୍ଭ ହେବ।


All Right Reserved By

ମସ୍ତିଷ୍କ ଜ୍ୱରକୁ ନେଇ ଝାଡ଼ଖଣ୍ଡରେ ହାଇ ଆଲର୍ଟ ଜାରି

ରାଞ୍ଚି,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱର ମହାମାରୀର ରୂପ ନେଲାଣି। ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କର ମସ୍ତିଷ୍କ ଜ୍ୱର ଯୋଗୁ ମୃତ୍ୟୁ ହୋଇସାରିଲାଣି। ତେବେ...

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ସାଧୁ

ଦୌସା,୧୩।୬: ରାଜସ୍ଥାନର ଦୌସାର ଜିଲା ମୁଖ୍ୟାଳୟଠାରୁ ମାତ୍ର ୩ କିଲୋମିଟର ଦୂରରେ ବଜୋରିର ବାଲାଜି ମନ୍ଦିର ପରିସରରେ ଜଣେ ସାଧୁ ବିଗତ ୪ ମାସ ହେବ...

୧୪ବର୍ଷ ଜେଲ୍‌ଦଣ୍ଡ ଭୋଗୀ ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହେଲେ ଅଭିଯୁକ୍ତ

କୋଲକତା,୨୨।୬: କୁହାଯାଏ ବିଳମ୍ବରେ ମିଳୁଥିବା ନ୍ୟାୟ ପ୍ରକୃତ ନ୍ୟାୟ ନୁହେଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ। ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

ସଡ଼କ ଉପରେ ପର୍ଯ୍ୟଟକଙ୍କ କାର ସହ ଖେଳିଲେ ଗଜରାଜ

ରାମନଗର,୨୮।୬: ଆକ୍ସନ ମୁଡରେ ଗଜରାଜ। ଉତ୍ତରାଖଣ୍ଡର ରାମନଗର ନିକଟରେ ଥିବା ଭାକ୍ରାକୋଟରେ କିଛି ହାତୀ ପଲ ଉତ୍ପାତ ମଚାଇଛନ୍ତି। ରାସ୍ତାରେ ଠିଆ ହୋଇଥିବା ପର୍ଯ୍ୟଟକଙ୍କ ଗାଡ଼ିକୁ...

ବର୍ଷାରେ ବେହାଲ୍‌ ମାୟାନଗରୀ

ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ମୌସୁମୀ ଛୁଇଁବା ପରେ ମୁମ୍ବାଇବାସୀଙ୍କୁ ଗରମରୁ ଟିକେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ସକାଳେ ମୁମ୍ବାଇ, ପାଳଘର ସମେତ ବହୁ ସ୍ଥାନରେ ମୂଷଳଧାରାରେ ବର୍ଷା...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ…

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌...

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ...

ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାରଠାରୁ ଆରମ୍ଭ ହେବ। ଅଲ୍‌ ଇଣ୍ଡିଆ ରେଡିଓରେ ପ୍ରସାରିତ ଏହି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *