Posted inଜାତୀୟ

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ, ଗୋଆ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପୂର୍ବ ଉତ୍ତର ପ୍ରଦେଶ ଓ ଅରୁଣାଚଳ ପ୍ରଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବିଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ଅନୁରୋଧ କରାଯାଇଛି।


All Right Reserved By

ସେଲଫି ନେବାକୁ ଆସିଥିବା ଯୁବକଙ୍କୁ ଠେଲିଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ, ୬।୬: ସେଲଫି ନେବାକୁ ଆସିଥିବା ଜଣେ ଯୁବକଙ୍କୁ ଠେଲିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର। କରନଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜଣେ...

ଶପଥ ଗ୍ରହଣ ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ

ନୂଆଦିଲ୍ଲୀ,୧୮।୬: ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସୋମବାର ଏମ୍‌ପି ଭାବେ ପ୍ରାୟ ୨୬ ଜଣ ସଦସ୍ୟ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ କଂଗ୍ରେସ...

‘ହର ହର ମହାଦେବ’ ଧ୍ୱନୀରେ ମୋଦିଙ୍କୁ ସ୍ବାଗତ କଲା ବାରଣାସୀ

ବାରଣାସୀ,୨୭।୫: ଲୋକ ସଭା ନିର୍ବାଚନରେ ଅଭୁତ ପୂର୍ବ ସଫଳତା ପରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବାରଣାସୀ ଗସ୍ତ କରିଛନ୍ତି। ବିମାନ...

ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ

ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର...

ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ

ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ...

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ...

ମହଙ୍ଗା ପଡିଲା ଯୋଗୀଙ୍କ ବିରୋଧରେ ଆପତ୍ତି ଜନକ ଟିପ୍ପଣୀ

ନୂଆଦିଲ୍ଲୀ/ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା ଏବେ ମହଙ୍ଗା ପଡିଛି ଜଣେ ଖବରଦାତାଙ୍କୁ। ଏହି ଅଭିଯୋଗରେ...

ଯୋଗୀଙ୍କୁ କେନ୍ଦ୍ରର ଝଟକା

ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍‌ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *