Posted inଜାତୀୟ

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ ଶୁକ୍ରବାର ଲାଲୁଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଦେଓଘର ଟ୍ରେଜେରି ମାମଲାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।


All Right Reserved By

ବିମୁଦ୍ରୀକରଣରେ ଚାକିରି ହରାଇଥିଲେ ୫୦ ଲକ୍ଷରୁ ଅଧିକ ଲୋକ

ନୂଆଦିଲ୍ଲୀ,୧୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୨୦୧୬ରେ ହୋଇଥିବା ବିମୁଦ୍ରୀକରଣରେ ଦେଶର ୫୦ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇ ବେକାର ହୋଇଥିଲେ। ଏନେଇ...

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି।...

ଲାଲ୍‌ ଆତଙ୍କ: ୧୦ ବର୍ଷରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଯବାନ ହେଲେଣି ଶହୀଦ୍‌

ନୂଆଦିଲ୍ଲୀ,୨।୫: ଦେଶର ୧୧ଟି ରାଜ୍ୟର ୯୦ ଜିଲାରେ ଲାଲ୍‌ ଆତଙ୍କ ଜାରି ରହିଛି। ୨୦୦୯ଠାରୁ ଗତ ୧୦ ବର୍ଷ ମଧ୍ୟରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦...

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି।...

ସିକିମ୍‌ରେ କଡ଼ା ଟକ୍କର:ଚାମଲିଂ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ଆଶା କ୍ଷୀଣ

ଗ୍ୟାଙ୍ଗଟକ୍‌,୨୪-୫:ସିକିମ୍‌ରେ ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଂ ପୋକ୍‌ଲୋକ୍‌ କାମରାଙ୍ଗ ଆସନରୁ ବିଜୟୀ ହୋଇଛନ୍ତି। ଚାମଲିଂ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏସ୍‌କେଏମ୍‌ର ଖର୍କା...

ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାରଠାରୁ ଆରମ୍ଭ ହେବ। ଅଲ୍‌ ଇଣ୍ଡିଆ ରେଡିଓରେ ପ୍ରସାରିତ ଏହି...

କେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲା

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ଦ୍ୱନ୍ଦ୍ୱରେ ପଡିଯାଇଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ଟି ଯାକ ଆସନ ଏଏପି ହାତକୁ ଆସୁଥିବା...

ବିଚାରପତିଙ୍କୁ ଜୋତା ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ, ୩୦ା୬ (ପି.ଟି.) : ଜଣେ ହତ୍ୟା ଅଭିଯୁକ୍ତ ତାଙ୍କ ପାଇଁ ନୂଆ ଓକିଲ ନିଯୁକ୍ତି ନେଇ କୋର୍ଟ ନିଷ୍ପତ୍ତି ଉପରେ ଅସନ୍ତୁଷ୍ଟ ହୋଇ ବିଚାରପତିଙ୍କୁ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *