ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ, ମୋଦି ନିଜ ଶାସନକାଳରେ କେବଳ ବିଦେଶ ଭ୍ରମଣ କରିଛନ୍ତି। ଜାପାନ ଗସ୍ତରେ ମୋଦି ସେଠାରେ ଢ଼ୋଲ ବଜାଇବା ସହିତ ପାକିସ୍ତାନ ଗସ୍ତରେ ବିରିୟାନୀ ଖାଇଥିବା ଅଭିଯୋଗ କରିଛନ୍ତି ପ୍ରିୟଙ୍କା। ଦେଶରେ ଚାଷୀଙ୍କ ସମସ୍ୟା ପ୍ରତି ମୋଦି ଉଦାସୀନ ରହିବା ଅତି ଦୁଃଖର କଥା ବୋଲି ପ୍ରିୟଙ୍କା କହିଛନ୍ତି।


All Right Reserved By

ଦୁଇ ବ୍ୟକ୍ତିଙ୍କ କଳି ଭିତରେ ଗାଈ ଗଲା କୋର୍ଟ

ଯୋଧପୁର,୧୬।୬: ରାଜସ୍ଥାନ ଯୋଧପୁରର ଲୋକାଲ କୋର୍ଟରେ ଆଶ୍ଚର୍ଯ୍ୟ ହେବା ଭଳି ଏକ ମାମଲା ଦେଖିବାକୁ ମିଳିଛି। ଶନିବାର ଏହି କୋର୍ଟରେ ଏକ ଗାଈକୁ ହାଜର ହେବାକୁ...

ସାଇକେଲ -ହାତୀ ଗଲେ ପଛରେ ପଡ଼ି; ପଦ୍ମ ଆସିଲା ଉଡ଼ି ଉଡି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ଉତ୍ତରପ୍ରଦେଶରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କୂଟନୀତି...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ...

ପୂର୍ବତନ ସେନା ଅଧିକାରୀ ବିଦେଶୀ ଘୋଷିତ

ଗୁଆହାଟୀ, ୩୦ା୫: ରାଷ୍ଟ୍ରପତି ମେଡାଲ୍‌ ପାଇଥିବା ଆସାମର ଜଣେ ପୂର୍ବତନ ସେନା ଅଧିକାରୀଙ୍କୁ ବୁଧବାର ଗିରଫ କରାଯାଇଛି। କାମରୂପସ୍ଥିତ ବୈଦେଶିକ ନ୍ୟାୟାଳୟରେ ତାଙ୍କୁ ଜଣେ ବିଦେଶୀ...

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର...

ଥମୁନି ଭାଷା ବିବାଦ

ଲକ୍ଷ୍ନୌ,୬ା୬(ପି.ଟି.): କେନ୍ଦ୍ର ସରକାରଙ୍କ ତ୍ରିଭାଷୀ ସୂତ୍ରକୁ ଜୋରଦାର ବିରୋଧ ପରେ ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟରେ ତାମିଲକୁ ସରକାରୀ ଭାଷା ଭାବେ ବ୍ୟବହାର କରିବା ଲାଗି...

ଜିଲା ନିର୍ବାଚନ ଅଧିକାରୀଙ୍କ ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋ

ହୋସିୟାରପୁର,୨୦।୭: ପଞ୍ଜାବ ହୋସିୟାରପୁର ଜିଲାର ନିର୍ବାଚନ ଅଧିକାରୀ ଲୋକଙ୍କ ସଚେତନତା ପାଇଁ ଲଗାଇଥିବା ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି।...

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *