ସହଯୋଗର ହାତ ବଢାଇଲା ରିଲାଏନ୍ସ ଫାଉଣ୍ଡେଶନ

ଭୁବନେଶ୍ୱର,୧୨-୫: ବାତ୍ୟା ପରବର୍ତ୍ତୀ ସ୍ଥିତିକୁ ସୁଧାରିବା ଲାଗି ରିଲାଏନ୍ସ ଫାଉଣ୍ଡେଶନ ସହାୟତାର ହାତ ବଢାଇଛି। ପୁନଃ ଥଇଥାନ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ବାତ୍ୟା ପରର ଚାଷ, ପ୍ରାଣି ସମ୍ପଦର ଯତ୍ନ ଓ ପରିଚାଳନା ପରାମର୍ଶ, ବୈଷୟିକ ସହାୟତା, ପ୍ରକ୍ରିୟାକରଣ ସହାୟତା ପ୍ରଦାନ ଦିଗରେ ଏହା କାର୍ଯ୍ୟ କରୁଛି। ପ୍ରଭାବିତ ଲୋକମାନେ କିଭଳି ସରକାରୀ ସହାୟତା ଲାଭ କରିବେ ସେ ନେଇ ଏହା ବିଭିନ୍ନ ସରକାରୀ ବିଭାଗ ସହ ସଂଯୋଜନା ସ୍ଥାପନ କରୁଛି।


All Right Reserved By

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନାଲ୍‌କୋ ଦେଲା ୨.୫୩ କୋଟି

ଭୁବନେଶ୍ୱର,୧୨-୫: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ) ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କର୍ମଚାରୀଙ୍କ ଗୋଟିଏ ଦିନର ବେତନ ବାବଦ ଉଦ୍ଦିଷ୍ଟ ଅର୍ଥ ୨.୫୩ କୋଟି ଟଙ୍କା ପ୍ରଦାନ...

‘ଋଣ ଅସୁଲ ଲାଗି ବାଉନ୍ସର ପଠାଇପାରିବେନି ବ୍ୟାଙ୍କ’

ନୂଆଦିଲ୍ଲୀ,୨-୭: ଋଣ ଅସୁଲ ଲାଗି ବ୍ୟାଙ୍କଗୁଡ଼ିକ ବାଉନ୍ସର ଅଥବା ରିକଭରି ଏଜେଣ୍ଟ ନିଯୁକ୍ତ କରିପାରିବେ ନାହିଁ ବୋଲି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୋମବାର ଲୋକ...

ଜେଟ୍‌ ଏୟାରଓ୍ବେଜ୍‌ରେ ଇସ୍ତଫା ଦୌଡ

ନୂଆଦିଲ୍ଲୀ,୧୫-୫: ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ର ପୁନଃକାର୍ଯ୍ୟକ୍ଷମ ହେବା ଆଶା ପ୍ରାୟ ଶେଷ ହୋଇଯିବା ପରେ ଟପ୍‌ ମ୍ୟାନେଜମେଣ୍ଟ ଅଧିକାରୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଛି।...

ଆର୍‌ଟିଆଇ ଅଧୀନରେ ବ୍ୟାଙ୍କ ଯାଞ୍ଚ ରିପୋର୍ଟ;ଆର୍‌ବିଆଇକୁ ଶେଷ ସୁଯୋଗ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍‌ଟିଆଇ ଅଧୀନରେ ବ୍ୟାଙ୍କର  ବାର୍ଷିକ ଯାଞ୍ଚ ରିପୋର୍ଟ ପ୍ରଦାନ କରୁ ନ ଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତୀବ୍ର ଭର୍ତ୍ସନା କରିଛନ୍ତି।...

ବୀମା ପେନେଟ୍ରେଶନ ଜିଡିପିର ୦.୯%: ଏସ୍‌ବିଆଇ ଜେନେରାଲ ଏମ୍‌ଡି

ଭୁବନେଶ୍ୱର,୧।୬- ଅଭିବୃଦ୍ଧିଶୀଳ ବଜାରଗୁଡିକୁ ବିଚାରକୁ ନେଲେ ଜଣାଯିବ ଯେ, ଦେଶରେ ବୀମା ଗ୍ରହଣ କ୍ଷେତ୍ରରେ ଭାରତର ସ୍ଥିତି ଏତେଟା ଆଖି ଦୃଶିଆ ନୁହେଁ। ବର୍ତ୍ତମାନ ଘରୋଇ...

ଷ୍ଟକ୍‌ ବଜାରକୁ ଲାଭ ଦେବ ଦୁର୍ବଳ ସରକାର

ମୁମ୍ବାଇ,୧୮-୫: କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରୁଥିବା ଶୁକ୍ରବାର ଷ୍ଟକ୍‌ ବଜାର ର଼୍ୟାଲିରୁ ବେଶ୍‌ ସ୍ପଷ୍ଟ ହେଉଛି। କିନ୍ତୁ ବଜାର...

ବ୍ୟାଙ୍କରେ କମିଛି ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଠକେଇ

ନୂଆଦିଲ୍ଲୀ,୨୬-୬: ବ୍ୟାଙ୍କରେ ୧ ଲକ୍ଷ ବା ତା’ଠାରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ପରିମାଣ ୨୦୧୬-୧୭ରୁ ହ୍ରାସ ପାଇଛି। ୨୦୧୬-୧୭ରେ କେବଳ ୨୫,୮୮୪ କୋଟି ଟଙ୍କାର ଏହି...

ସେନ୍‌ସେକ୍ସ ୪୫ହଜାର ଛୁଇଁବ: ମୋର୍ଗାନ ଷ୍ଟାନ୍‌ଲେ

ମୁମ୍ବାଇ,୨୪-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାରଙ୍କୁ ଦେଶବାସୀ ପୁନର୍ବାର ଭାରି ବହୁମତରେ ଜିତାଇଛନ୍ତି। ନୂଆ ସରକାରରେ ଦେଶର ଅର୍ଥନୀତିରେ ବିରାଟ କୌଣସି ପରିବର୍ତ୍ତନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *