ଆଜି ରାଜ୍ୟରୁ ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):  ରାଜ୍ୟରୁ ଶୁକ୍ରବାର ୫୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୩ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୨୬ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୭ ଏବଂ ମୟୂରଭଞ୍ଜରୁ ୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୦, ବରଗଡ଼ ୨୨, ଭଦ୍ରକ ୨, ବଲାଙ୍ଗୀର ୩୬, ବୌଦ୍ଧ ୫, କଟକ ୧୪, ଦେବଗଡ଼ ୪, ଗଜପତି ୬, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୭, ଝାରସୁଗୁଡ଼ା ୭, କଳାହାଣ୍ଡି ୩୯, କନ୍ଧମାଳ ୧୪, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧୧, କୋରାପୁଟ ୨,ନବରଙ୍ଗପୁର ୨୩, ନୟାଗଡ଼ ୧୭, ନୂଆପଡ଼ା ୩୮, ପୁରୀ ୧, ରାୟଗଡ଼ାରୁ ୯ ଏବଂ ସୋନପୁରର ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ବେଳେ ୧୩,୦୮,୧୬୬ ଜଣ ସୁସ୍ଥ ହୋଇଛନ୍ତି। ୪୪୦୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri