ଖରାଦିନେ ଏସବୁ ସମସ୍ୟାକୁ ଦୂର କରେ କଳାଲୁଣ, ଜାଣନ୍ତୁ..

ଖରାଦିନେ ଅନେକ ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥାଏ।ଏଥିରୁ ରକ୍ଷା ପାଇବା ଲାଗି ଅଧିକ ପାଣି ପିଇବାକୁ ପ୍ରାୟ ସମସ୍ତେ ପରାମର୍ଶ ଦେଇଥାନ୍ତି। ତେବେ ଖାଲି ପାଣି ଅପେକ୍ଷା ଖରାଦିନେ ସର୍ବତ ପିଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଏହି ସର୍ବତରେ କଳା ଲୁଣର ବ୍ୟବହାର ମଧ୍ୟ କରାଯାଇଥାଏ। ଆମ୍ବ, ଲେମ୍ବୁ ଆଦି ସର୍ବତରେ ଏହାର ବିଶେଷ ଚାହିଦା ରହିଥାଏ। ତେବେ ଖରାଦିନର ଦେଖାଯାଉଥିବା କିଛି ସ୍ବାସ୍ଥ୍ୟ ସମସ୍ୟାକୁ କଳାଲୁଣ ଦୂର କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ …

-ଏହା ଏକ ଥଣ୍ଡା ଲୁଣ ହୋଇଥାଏ। ଏଥିପାଇଁ ଏହାକୁ ଆୟୁର୍ବେଦ ଉପଚାରରେ ସାମିଲ୍‌ କରାଯାଇଛି।

-ପାଚନକ୍ରୟା ଜନିତ ରୋଗୀଙ୍କ ପାଇଁ କଳା ଲୁଣ ଲାଭଦାୟକ ହୋଇଥାଏ। ଏହା ଖରାଦିନେ ପେଟଫୁଲିବା ଆଦି ସମସ୍ୟାରୁ ମୁକ୍ତି ଦେଇଥାଏ।

-ଖରାଦିନେ ଅଧିକ ଗରମ ହେଉଥିବାରୁ ଗ୍ୟାସ ଓ ପେଟ ଦରଜ ଭଳି ସମସ୍ୟା ଦେଖାଯାଇଥାଏ। ସର୍ବଦା କଳା ଲୁଣ ପକାଇ ସର୍ବତ ଆଦି ପିଇଲେ ଏସବୁ ସମସ୍ୟା ଦୁର ହୋଇଥାଏ।


All Right Reserved By

ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ସହଜ ଉପାୟ…

ଇନସୁଲିନ୍‌ସ୍ତରକୁ ସନ୍ତୁଳିତ କରିବା ପାଇଁ ପ୍ରତିଦିନ ସକାଳେ ମେଥି ପାଣି ପିଇବା ଭଲ। ଇନସୁଲିନ୍‌ସ୍ତର ନିୟନ୍ତ୍ରିତ ହେଲେ ଡାଇବେଟିସ୍‌ ହେବାର ଆଶଙ୍କା କମ୍‌ ହୋଇଥାଏ। ଏଥିରେ...

ସ୍ବାସ୍ଥ୍ୟୋପକାରୀ ଗାଜର ପତ୍ର

ଗାଜରକୁ ସମସ୍ତେ ଅଳ୍ପ ବହୁତେ ଜାଣନ୍ତି। ଭୋଜିଭାତରେ ଏହାର ବହୁଳ ବ୍ୟବହାର ହୋଇଥାଏ। କିନ୍ତୁ ଏହାର ପତ୍ରର ବ୍ୟବହାର ବିଷୟରେ ଆମର ଧାରଣା କମ୍‌, ସାଧାରଣତଃ...

ଆଣ୍ଠୁଗଣ୍ଠି ବ୍ୟଥାର ଅତ୍ୟାଧୁନିକ ଚିକିତ୍ସା

ଆଣ୍ଠୁଗଣ୍ଠି ବାତରୋଗରେ ପ୍ରାୟ ପୃଥିବୀରେ ୬୦ ଭାଗ ଲୋକ କଷ୍ଟ ପାଉଛନ୍ତି। ଆମେ ଭାରତୀୟମାନେ ତଳେ ବସି କାମ କରୁଥିବା ଯୋଗୁ ଆଣ୍ଠୁ ବ୍ୟଥା ଅନ୍ୟ...

କର୍ମଜୀବୀ ମହିଳା ସୁସ୍ଥ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ

ସୁସ୍ଥ ରହିବା ପାଇଁ ପ୍ରତିଦିନ ବ୍ୟାୟାମ କରିବା ଆବଶ୍ୟକ। ଏ କଥା ପ୍ରାୟ ସମସ୍ତେ ଜାଣନ୍ତି। ମାତ୍ର କର୍ମଜୀବୀ ମହିଳାଙ୍କ କ୍ଷେତ୍ରରେ ଏସବୁ ସମ୍ଭବ ହୋଇ...

ଉପକାରୀ ଅପରାଜିତା ଫୁଲ ଚା’

ସାରାଦିନର କାର୍ଯ୍ୟବ୍ୟସ୍ତ ମଧ୍ୟରେ ଯଦି ଥକ୍କା ଅନୁଭବ କରୁଛନ୍ତି, ତେବେ ଅପରାଜିତା ଫୁଲ ଚା’ର ସେବନ କରନ୍ତୁ। ଫୁଲଟି ଦେଖିବାକୁ ଯେତିକି ସୁନ୍ଦର ଏହାର ଔଷଧୀୟ...

ଚାହୁଁଛନ୍ତି କି ଉଜ୍ଜ୍ୱଳ ତ୍ୱଚା: ତରଭୁଜ, କଦଳୀ ଲଗାଇ ବଢ଼ାନ୍ତୁ ମୁଁହର ସୌନ୍ଦର୍ଯ୍ୟ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ଏଥିରେ ଥିବା ପୋଷକତତ୍ୱ ଶରୀରକୁ ସୁସ୍ଥ ରଖିବା ସହିତ ଶକ୍ତି ଯୋଗାଇଥାଏ। ଏହା ଶରୀରରେ ଜଳୀୟଅଂଶର...

ଜୁଆଣିପାଣିରେ ଭରି ରହିଛି ଏସବୁ ଔଷଧୀୟ ଗୁଣ

ଜୁଆଣି ପାଣିରେ ଅନେକ ଔଷଧିୟ ଗୁଣ ଭରିରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ସକାଳେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହ...

ଜିଭ ପୋଡ଼ିଯିବା ସମସ୍ୟାରୁ ମୁକ୍ତି ପାଇବା ଲାଗି ଜାଣନ୍ତୁ କିଛି ଘରୋଇ ଉପଚାର

ଅନେକ ସମୟରେ ତରତରରେ ଗରମ ଖାଦ୍ୟ ଖାଇବା ଫଳରେ ଜିଭ ପୋଡି ଯାଇଥାଏ। ତେବେ ଜିଭ ପୋଡିଯିବା କୌଣସି ବଡ଼ ସମସ୍ୟା ହୋଇ ନ ଥିଲେ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *