Posted inଜାତୀୟ

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର ୧୩, ପଶ୍ଚିମବଙ୍ଗର ୯, ବିହାରର ୮, ମଧ୍ୟପ୍ରଦେଶର ୮, ହିମାଚଳପ୍ରଦେଶର ୪, ଝାଡଖଣ୍ଡର ୩ ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ କରାଯାଉଛି। ପ୍ରାୟ ୧୦ କୋଟିରୁ ଊର୍ଦ୍ଧ୍ୱ ଭୋଟର ଏହି ପର୍ଯ୍ୟାୟରେ ୯୧୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଦେଶର ୧.୧୨ ଲକ୍ଷ ବୁଥ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି।


All Right Reserved By

‘ଜୟ ଶ୍ରୀରାମ’ ନାରାବାଜି ଉପରେ ଭଡ଼କିଲେ ମମତା: ଚିତ୍କାର କରି କହିଲେ, ଛାଲ ଉତାରିଦେବି

କୋଲକାତା୩୧।୫: ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗରୁ ଅନେକ ଆସନ ହାତରୁ ଚାଲିଯିବା ପରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି।...

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ...

ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ: ୩ ଆଗୁଆ ଜଣେ ପଛୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ...

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମଙ୍ଗଳବାର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଏହାପରେ ନିର୍ଦ୍ଧାରିତ ସମୟଠାରୁ ଅଢ଼େଇଘଣ୍ଟା ବିଳମ୍ବରେ...

ବିଷାକ୍ତ ମଦ ନେଲାଣି ୧୪ ଜୀବନ: ମୁଖ୍ୟ ଅଭିଯୁକ୍ତ ଗିରଫ

ଲକ୍ଷ୍ନୌ, ୨୮।୫: ଉତ୍ତର ପ୍ରଦେଶର ବାରବାଙ୍ଗୀ ଜିଲାରେ ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫ଜଣ ଲୋକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ...

ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର ଜୋର୍‌ଦାର

ନୂଆଦିଲ୍ଲୀ,୧୬ା୫: ଲୋକ ସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆସନ୍ତା ରବିବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପ୍ରଚାର ଜୋରଦାର ହୋଇଛି। ବିଭିନ୍ନ ରାଜନୈତିକ ଦଳ...

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା...

ଖାଲି ପାଦରେ ୧୪ କିଲୋମିଟର ଚାଲିଲେ ସ୍ମୃତି

ମୁମ୍ବାଇ,୨୮।୫: ଉତ୍ତରପ୍ରଦେଶ ଅମେଠୀର ଲୋକ ସଭା ଆସନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଜିତି ସ୍ମୃତି ଇରାନୀ ବଡ଼ ରେକର୍ଡ କରିଛନ୍ତି। ଏହି...




selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *