Posted inଜାତୀୟ

ଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତି

ଜୟପୁର,୧୯।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ପୋଲିସରେ ନିଯୁକ୍ତି ମିିଳିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଉଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୀଡ଼ିତାଙ୍କ ସହିତ ସାକ୍ଷାତ୍‌ କରି ଯିବା ପରେ ଏକ କନେଷ୍ଟବଳ ଦଳ ତାଙ୍କୁ ଭେଟିଥିଲେ। ପୀଡିତାଙ୍କ ଶିକ୍ଷାଗତ ଯୋଗ୍ୟତା ଆଧାରରେ ସେ ଜେଲ୍‌ ବିଭାଗ କିମ୍ବା ପୋଲିସ ବିଭାଗରେ ଜୟପୁର ସହରରେ ନିଯୁକ୍ତି ପାଇଁ ଅନୁରୋଧ କରିଥିଲେ। ଏହାକୁ ସରକାର ଗ୍ରହଣ କରି ନେଇଛନ୍ତି। ଖୁବ୍‌ ଶୀଘ୍ର ସେ ଚାକିରିରେ ଯୋଗଦେବେ ବୋଲି କୁହାଯାଉଛି।


All Right Reserved By

ମରୁଡ଼ିଗ୍ରସ୍ତ ଔରଙ୍ଗାବାଦ୍‌: ସ୍ବେଚ୍ଛାସେବୀ ଅନୁଷ୍ଠାନ ଚାଷୀଙ୍କୁ ଖାଦ୍ୟ ଓ ଗାଈଗୋରୁଙ୍କୁ ଦେଉଛି ମାଗଣା ଦାନା

ଔରଙ୍ଗାବାଦ୍‌,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍‌ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର...

ହସ୍ପିଟାଲରୁ ଆସି ମତଦାନ କଲେ ୮୦ ବର୍ଷୀୟା ବୃଦ୍ଧା

କଠୁଆ,୧୮।୪: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଜଣେ ବୃଦ୍ଧା ମତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୮୦ ବର୍ଷୀୟା ବୃଦ୍ଧା ଯୋଗୀନ୍ଦେରୋ ଦେବୀ ଅସୁସ୍ଥତା ପାଇଁ...

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହେବ ଅଧିକ ସଶକ୍ତ: ମୋଦି

ନୂଆଦିଲ୍ଲୀ,୨୫।୫: ଏଣିକି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକ ସକ୍ରିୟ ଭାବେ କାର୍ଯ୍ୟ କରିବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ମୋଦି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ...

ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍‌ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି।...

କାନ୍ସରେ ‘ପାରାସାଇଟ୍‌’କୁ ସ୍ବର୍ଣ୍ଣ

କାନ୍ସ,୨୭ା୫(ପି.ଟି): ଦକ୍ଷିଣ କୋରୀୟ ନିର୍ଦ୍ଦେଶକ ବଙ୍ଗ୍‌ ଜୁନ୍‌ ହୋଙ୍କ ‘ପାରାସାଇଟ୍‌’ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ସ୍ବର୍ଣ୍ଣ ପଦକ ଲାଭ କରିଛି। ଶନିବାର ସନ୍ଧ୍ୟାରେ ୭୨ତମ କାନ୍ସ...

ସ୍ତ୍ରୀଙ୍କ ଅଭିମାନ ଭାଙ୍ଗିବା ପାଇଁ ହାତ ଆଙ୍ଗୁଳି କାଟି ୬୦ କିମି ସାଇକେଲ ଚଳାଇ ଶ୍ୱଶୁର ଘରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୫।୪: ଛତିଶଗଡ଼ କୋରବା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ରଜଗାମାର ଥାନା ଅଞ୍ଚଳରେ ଥିବା ଔରାଇ ଗାଁରେ ମୁକୁନ୍ଦ ନାମକ ଜଣେ ଯୁବକ...

ଭାଜପା କରିଛି ଘୋଡ଼ାବେପାର: ୭ ଏଏପି ବିଧାୟକଙ୍କୁ ଯାଚିଥିଲା ୧୦ କୋଟି ଲେଖାଏଁ

ନୂଆଦିଲ୍ଲୀ,୨।୫: ଭାଜପା ଘୋଡ଼ାବେପାର କରିଥିବା ଅଭିଯୋଗ କରିଛନ୍ତି ଆମ୍‌ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଏଏପିରେ କନ୍ଦଳ ଲଗାଇବା ପାଇଁ ୭ ଏଏପି ବିଧାୟକଙ୍କୁ...

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି...



selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *