Posted inଜାତୀୟ

ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଦେଶର ସମସ୍ତ ମା’ ଓ ଭଉଣୀମାନଙ୍କୁ ମୋର ସାଲ୍ୟୁଟ। କାରଣ ସେମାନେ ବହୁମାତ୍ରାରେ ଚଳିତ ଲୋକ ସଭା ନିର୍ବାଚନରେ ପ୍ରାର୍ଥୀ ହେଉ ଅବା ଭୋଟର ଭାବେ ନିଜର ବହୁମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। ତେଣୁ ନିର୍ବାଚନରେ ଏମାନଙ୍କର ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଏହାସହ ରାହୁଲ ଏକ ୩୦ ସେକେଣ୍ଡର ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ କେତେଜଣ ମହିଳା ଭୋଟରଙ୍କୁ ଦେଖିବାକୁ ମିଳିଛି।


All Right Reserved By

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ...

ମଧ୍ୟପ୍ରଦେଶରେ ଜଳ ସଙ୍କଟ: ପାଣି ଉପରେ ପହରା ଲଗାଇଲେ ସରକାର

ଭୋପାଳ,୯।୬: ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ କମଳନାଥ ଜଳ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଟ୍ୟାଙ୍କରରେ ବିଭିନ୍ନ ଅଞ୍ଚଳରେ...

ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍‌ ସ୍କ୍ବାଡ

ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ...

ସିଆଚେନ୍‌ରେ ହାତୁଡ଼ିରେ ପିଟିଲେ ଅଣ୍ଡା ବି ଫାଟୁନି: ଖାଦ୍ୟ ପାଇଁ ହନ୍ତସନ୍ତ ଯବାନ

ସିଆଚେନ୍‌, ୯।୬: ସିଆଚେନ୍‌ରେ ୨୦ ହଜାର ମିଟର ଉପରେ ଦେଶର ସୁରକ୍ଷା ପାଇଁ ମୁତୟନ ରହିଛନ୍ତି ସେନା ଯବାନ। ଯବାନଙ୍କ ପାଇଁ ବିଭିନ୍ନ ଖାଦ୍ୟ ସାମଗ୍ରୀ...

ମୋଦି ପୁଣିଥରେ ଚୌକିଦାର

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏନଡିଏ ମେଣ୍ଟକୁ ମିଳିଥିବା ବହୁମତ ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପରିହାସରେ ପରିଣତ ହେଲା ଭାଜପା କାର୍ଯ୍ୟାଳୟକୁ ବୋମାରେ ଉଡାଇ ଦେବା ଖବର

ନୂଆଦିଲ୍ଲୀ,୨୨।୬: ଦିଲ୍ଲୀର ଦିନ ଦୟାଲ ଉପାଧ୍ୟାୟ ମାର୍ଗରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା)କାର୍ଯ୍ୟାଳୟରେ ବୋମା ଥିବାର ଖବର ଶନିବାର ସକାଳେ ଜଣେ ବ୍ୟକ୍ତି ଫୋନ୍‌ କରି...

ଆଜି କ୍ୟାବିନେଟର ପ୍ରଥମ ବୈଠକ: ହୋଇପାରେ ବିଭାଗ ବଣ୍ଟା

ନୂଆଦିଲ୍ଲୀ, ୩୧।୫: ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ବିଜୟ ପରେ ଲଗାତାର ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି।...

ବିଧାୟକଙ୍କୁ ଭେଟିବା ପାଇଁ ଅଡି ବସିଲେ ଶିବକୁମାର: ମୁମ୍ବାଇ ହୋଟେଲ ଆଗରେ ଲାଗିଲା ୧୪୪ ଧାରା

ମୁମ୍ବାଇ, ୧୦।୭: କର୍ନାଟକ ରାଜନୈତିକ ସଙ୍କଟ ଏବେ ବେଙ୍ଗାଲୁରୁ ଛାଡି ମୁମ୍ବାଇରେ ପହଞ୍ଚିଛି। ମେଣ୍ଟ ସରକାରରୁ ଇସ୍ତଫା ଦେବାପରେ କଂଗ୍ରେସ ଓ ଜେଡିଏସ ୧୦ ବିଧାୟକ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *