Posted inଜାତୀୟ

ଗୋଟିଏ କାନ୍ଥକୁ ଲାଗି ରହିଛି ମନ୍ଦିର-ମସଜିଦ

ଚଣ୍ଡିଗଡ଼,୧୯।୫: ପଞ୍ଜାବର ମୁସଲିମ ବହୁଳ ସହର ମାଲେରକୋଟଲା ହିନ୍ଦୁ-ମୁସଲମାନଙ୍କ ଏକତାର ଉଦାହରଣ ସୃଷ୍ଟି କରିଥାଏ। ଏଠାରେ ଗୋଟିଏ କାନ୍ଥ ମଧ୍ୟରେ ଏକାଠି ରହିଛି ମନ୍ଦିର ଓ ମସଜିଦ। ମନ୍ଦିରରେ ଆଳତି ହେଲେ ମସଜିଦରେ ଆଜାନ ବନ୍ଦ ହୋଇ ଯାଇଥାଏ। ଏଠାରେ ଜଣେ ମୁସଲମାନ ବ୍ୟକ୍ତି ମନ୍ଦିର ବାହାରେ ହନୁମାନଙ୍କ ପ୍ରସାଦ ବାଣ୍ଟି ଥାଆନ୍ତି। ଆଉ ବ୍ରାହ୍ମଣ ଏଠି ରମଜାନ ପାଇଁ ଶୁଭେଚ୍ଛା ପତ୍ର ଛାପି ଥାଆନ୍ତି। ଏହାସହ ମସଜିଦର ମୌଲାନା ମନ୍ଦିରର ବ୍ରାହ୍ମଣଙ୍କୁ ରାମ ରାମ କହି ଅଭିବାଦନ ମଧ୍ୟ ଜଣାଇ ଥାଆନ୍ତି।


All Right Reserved By

ଗାନ୍ଧୀନଗରରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁଜରାଟ ଗାନ୍ଧୀନଗରରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ସ୍ଥାନୀୟ...

ରବର୍ଟ ଭଦ୍ରାଙ୍କୁ ମିଳିଲା ବିଦେଶ ଯିବା ଅନୁମତି: ଯାଇପାରିବେ ଆମେରିକା-ନେଦରଲାଣ୍ଡ; ଇଂଲଣ୍ଡ ମନା

ନୂଆଦିଲ୍ଲୀ,୩।୬: ମନି ଲାଉଣ୍ଡରିଂ ମାମଲାରେ ରବର୍ଟ ଭଦ୍ରାଙ୍କୁ ଦିଲ୍ଲୀର ଏକ କୋର୍ଟ ସୋମବାର ବିଦେଶ ଯିବାକୁ ଅନୁମତି ଦେଇଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ...

ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା

ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ...

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି।...

ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ

ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ...

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା...

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି।...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *