Posted inଜାତୀୟ

ସୋନିଆଙ୍କୁ ଭେଟିଲେ ଚନ୍ଦ୍ରାବାବୁ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ରାଜନୀତି ସରଗରମ ଥିବା ବେଳେ ବିରୋଧୀ ନେତା ଚନ୍ଦ୍ରାବାବୁ ନାଇଡୁ ରବିବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଫଳାଫଳ ଘୋଷଣା ହେବା ପୂର୍ବରୁ ଚନ୍ଦ୍ରାବାବୁ ବିପକ୍ଷଙ୍କୁ ଏକଜୁଟ କରିବାରେ ବ୍ୟସ୍ତଥିବା ଆଲୋଚନା ହେଉଛି। ତେବେ ୨୪ ଘଣ୍ଟା ମଧ୍ୟରେ ସେ ଦ୍ୱିତୀୟ ଥର ଲାଗି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଏହାସହ ସେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର, ବାମପନ୍ଥୀ ଓ ସିପିଏମ୍‌ ମହାସଚିବ ସିତାରାମ ୟେଚୁରିଙ୍କ ସହ ମଧ୍ୟ ସାକ୍ଷାତ୍‌ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ଚନ୍ଦ୍ରାବାବୁ ରାହୁଲ ଗାନ୍ଧୀ, ଶରଦ ପାଓ୍ବାର, ଅଖିଳେଶ ଯାଦବ ଓ ମାୟାବତୀଙ୍କ ସହ ସାକ୍ଷାତ କରିଥିଲେ।


All Right Reserved By

ଜୟଶଙ୍କର ଭାଜପା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୫।୬ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସୋମବାର ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହେବାର କିଛି ସମୟ ପରେ ତାଙ୍କୁ ଗୁଜରାଟରୁ ରାଜ୍ୟ ସଭା ପ୍ରାର୍ଥୀ...

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ...

ପୋଲିସ ସହାୟତା ଲୋଡିଲେ ୧୩ ବର୍ଷର ବାଳିକା ବଧୂ: ଠିକ୍‌ ସମୟରେ ପହଞ୍ଚିପାରିଲା ନି ପୋଲିସ

ପାଟନା,୨୯।୪: ବିହାର ଭୋଜପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୧୩ ବର୍ଷର ଜଣେ ବାଳିକା ବଧୂ ବିବାହ ପୂର୍ବରୁ ପୋଲିସ ସହାୟତା ଲୋଡିଥିଲେ।...

କଂଗ୍ରେସ ବିଧାୟକଙ୍କ ଗୁଣ୍ଡାଗିରି: ଇଞ୍ଜିନିୟରଙ୍କୁ ଫୋପାଡିଲେ କାଦୁଅ

ମୁମ୍ବାଇ, ୪।୭: ନଗର ନିଗମ ଅଧିକାରୀଙ୍କୁ ବ୍ୟାଟ୍‌ରେ ପିଟି ଭାଜପା ବିଧାୟକ ଜେଲ୍‌ ଯିବାକଥା ମନରୁ ନ ଲିଭୁଣୁ ପୁଣି ଜଣେ କଂଗ୍ରେସ ବିଧାୟକ ଇଞ୍ଜିନିୟରଙ୍କୁ...

ଭାଜପା ସଦସ୍ୟ ସଂଗ୍ରହ ଅଭିଯାନ: ‘ସମାଲୋଚକ ପେସାଦାର ନିରାଶାବାଦୀ’

ବାରାଣସୀ,୭ା୭(ଆଇଏଏନ୍‌ଏସ୍‌); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ନିଜ ନିର୍ବାଚନମଣ୍ଡଳୀ ବାରାଣସୀରୁ ଶାସକ ଦଳ ଭାଜପାର ସଭ୍ୟସଂଗ୍ରହ ଅଭିଯାନ ଶୁଭାରମ୍ଭ କରିଛନ୍ତି। ସବୁ ବର୍ଗର ଲୋକଙ୍କୁ...

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି...

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗ ଦେବେ ନାହିଁ ମମତା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏଥିରେ ସବୁ ଦଳର ମୁଖ୍ୟମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହି ବୈଠକରେ ପଶ୍ଚିମବଙ୍ଗ...

ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ

ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍‌ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *