ମିଥୁନ ଦା’ଙ୍କ କଥା ଶୁଣି କାନ୍ଦିଲେ ଜଜ୍‌

ଛୋଟ ପରଦାର ଡ୍ୟାନ୍ସ ଶୋ’ରେ ସୁପର୍‌ ଗେଷ୍ଟ ଦାୟିତ୍ୱ ନିଭାଉଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଏହି ଶୋ’ କୁନି କୁନି ପିଲାମାନେ ନିଜ ଡ୍ୟାନ୍ସ ଜରିଆରେ ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ରବିବାର ମିଥୁନ ଦା’ଙ୍କ ନାଁରେ ଏକ ସ୍ବତନ୍ତ୍ର ଉପସ୍ଥାପନା କରାଯାଇଥିଲା। ପିଲାମାନେ ତାଙ୍କ ଗୀତରେ ନାଚିଥିଲେ। ଏହାଦେଖି ମିଥୁନ ଦା’ ଭାବପ୍ରବଣ ହୋଇପଡିଥିଲେ। ମିଥୁନ ଦା’ଙ୍କ ଆଖିରେ ଲୁହ ଦେଖି ଶୋ’ର ଅନ୍ୟତମ ଜଜ୍‌ ଗୀତା କପୁର ଏବଂ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ମଧ୍ୟ କାନ୍ଦିପକାଇଥିଲେ। ଅଭିନୟ ପାଇଁ ଫୁଟପାଥ୍‌, ରେଳ ଷ୍ଟଶନରେ କେମିତି ରହିବାକୁ ପଡିଥିଲା ତାହା ବଖାଣିଥିଲେ ମିଥୁନ ଦା’। ତାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


All Right Reserved By

ତୈମୁରଙ୍କ ଫିଲ୍ମକୁ ନେଇ ମୁହଁ ଖୋଲିଲେ ମଧୁର ଭଣ୍ଡାରକର

ମୁମ୍ବାଇ: ନିକଟରେ ଶୈଫିନାଙ୍କ ପୁଅ ତୈମୁର ଅଲ୍ଲି ଖାଁ ବଲିଉଡ୍‌ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ତୈମୁରଙ୍କୁ ନେଇ ନିର୍ମାତା ନିର୍ଦ୍ଦେଶକ ମଧୁର ଭଣ୍ଡାରକର...

ଏହି ଯୁବତୀ କରିଥିଲେ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ଓ୍ବେଡିଂ ପ୍ଲାନିଂ

ବଲିଉଡ୍‌ର ସେଲିବ୍ରିଟିଙ୍କ ବିବାହ ପ୍ରସଙ୍ଗ ଉଠିବ ତ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ନାଁ ଚର୍ଚ୍ଚା ପରିସରକୁ ଆସିବ। ଅନୁଷ୍କା ଶର୍ମା-ବିରାଟ କୋହଲି ଇଟାଲୀରେ ବିବାହ କରିଥିବାବେଳେ...

ଭାରତ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି ରିଷି

ମୁମ୍ବାଇ: ବଲିଉଡ୍‌ ନାୟକ ରିଷି କପୁର ୨୦୧୮ ମସିହାରୁ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ହେଲେ ସେଠାରେ ସେ କେଉଁ ରୋଗ ଚିକିତ୍ସା କରାଉଛନ୍ତି ତାହା ତାଙ୍କ...

ଖଳନାୟକ ନୁହେଁ; ଆଣ୍ଟିହିରୋ ପୀୟୂଷ ତ୍ରିପାଠୀ

ଓଡ଼ିଶା ଯାତ୍ରା ଜଗତରେ ଏବେ ଯେଉଁ କେତେଜଣ ଯୁବପ୍ରତିଭା ନେଗେଟିଭ୍‌ ଭୂମିକାକୁ ଏକ ନୂଆଟ୍ରେଣ୍ଡ ଦେବା ଆରମ୍ଭ କରିଛନ୍ତି ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଯୁବ...

ଦେଢ ବର୍ଷ ବୟସରେ ଯୋଗ କଲେ ତୈମୁରଙ୍କ ଭଉଣୀ

ମୁମ୍ବାଇ: ଷ୍ଟାର୍‌ କିଡ୍‌ଙ୍କର କ୍ରେଜ୍‌ ଟିକେ ଅଲଗା। ବିଶେଷ କରି ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏମାନଙ୍କ ଫଟୋ ଦେଖିବାକୁ ପ୍ରାୟ ସମସ୍ତଙ୍କର ଆଗ୍ରହ ଥାଏ।...

ଓଡ଼ିଶା ଅପେରାରୁ ସୂର୍ଯ୍ୟମନ୍ଦିର

ଓଡ଼ିଆ ଯାତ୍ରା ଜଗତରେ ଜଣେ ପରିଚିତା ମଦର ଆର୍ଟିଷ୍ଟ (ମା’ କଳାକାର) ହେଉଛନ୍ତି ଅମିତା ସେନାପତି। ତେବେ କଳାକାରମାନଙ୍କ ନିକଟରେ ସେ ତାରିଣୀ ବୋଲି ବେଶି...

ଅକ୍ଟୋବରରେ ରିଲିଜ୍‌ ହେବ ‘ଲୁଟ୍‌କେସ୍‌’

ମୁମ୍ବାଇ: ବଲିଉଡ୍‌ ଅଭିନେତା କୁନାଲ ଖେମୁ ଓ ଅଭିନେତ୍ରୀ ରସିକା ଦୁଗ୍ଗଲଙ୍କ ଫିଲ୍ମ ‘ଲୁଟ୍‌କେସ୍‌’ ଆସନ୍ତା ଅକ୍ଟୋବର ୧୧ରେ ରିଲିଜ୍‌ ହେବ ବୋଲି ସୂଚନା ମିଳିଛି।...

ହ୍ରିତିକ-ଅମିଷା: ୯୨ ପୁରସ୍କାର

ହ୍ରିତିକ ରୋଶନଙ୍କ ପ୍ରଥମ ହିନ୍ଦୀ ସିନେମା ଥିଲା ‘କହୋ ନା ପ୍ୟାର୍‌ ହୈ’। ରାକେଶ ରୋଶନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ସୁପର ହିଟ୍‌ ହେବା ସହ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *