ବାହାଘର ପାର୍ଟି ଓ ବିବାହ ଲାଗି ଡିଜାଇନ ଚୁଡ଼ି

ମହିଳାଙ୍କ ଚୁଡ଼ିର ଖନ୍‌ଖନ୍‌ ଶଦ୍ଦ କାହାର ବା ଧ୍ୟାନ ଆକର୍ଷଣ ନ କରେ! ଖାଲି ସେତିକି ନୁହେଁ, ଏହା ମହିଳାଙ୍କ ଷୋଳ ଶିଙ୍ଗାର ସହ ସମାନ। ଯଦି କୌଣସି ଫଙ୍କ୍‌ଶନ ଯିବାର ଥାଏ,ନିଜର ଲୁକ୍ସକୁ ନେଇ ଚିନ୍ତିତ ରହୁଛନ୍ତି,ତେବେ ଏଠାରେ ଆପଣଙ୍କୁ ବିବାହ ଓ ଫଙ୍କ୍‌ଶନ ଲାଗି ଡିଜାଇନ ଚୁଡ଼ି ସମ୍ପର୍କରେ ସୂଚନା ଦେଉଛୁ….
ଓ ଚୁଡ୍‌ ସମସ୍ତଙ୍କୁ ପିନ୍ଧିବାକୁ ଭଲ ଲାଗେ। ସୁନା ପିନ୍ଧିବା ଦ୍ୱାରା ନିଜ ଷ୍ଟାଟସ୍‌ ମେଣ୍ଟେନ କରିବା ସହ ନିଜକୁ ମଧ୍ୟ ଆଲର୍ଜିରୁ ରକ୍ଷା କରିଥାନ୍ତି।
ବିବାହରେ ରାଜସ୍ଥାନୀ ଟ୍ରାଡିସନାଲ ଲୁକ୍‌ ପାଇବାକୁ ଚାହୁଁଥାନ୍ତି, ତେବେ ଏମିତିରେ ଶାଢ଼ି କିମ୍ବା ଡ୍ରେସ୍‌ରେ ମ୍ୟାଚିଂ କରି ଲାଖ ଚୁଡ଼ି ସହ ଲାଖ ଚୁଡୁ ମ୍ୟାଚ୍‌ କରି ପିନ୍ଧିପାରିବେ।
ଚୁଡି ବଦଳରେ ମୋତି କାମ ହୋଇଥିବା ଚୁଡ଼ି ମଧ୍ୟ ପିନ୍ଧିପାରିବେ। ଆପଣ ବାହାଘରରେ ଡ୍ରେସ୍‌ ସହ କିଛି ଅଲଗା ଟ୍ରାଏ କରିବାକୁ ଚାହୁଁଥାନ୍ତି, ତେବେ ସୂତାରେ ପ୍ରସ୍ତୁତ ଚୁଡି (ଥ୍ରେଡ୍‌ ବ୍ୟାଙ୍ଗଲ୍ସ) ପିନ୍ଧିଲେ ଷ୍ଟାଇଲିଶ ଲାଗିବେ।
ଚୁଡ଼ି ମହିଳାଙ୍କୁ ସବୁବେଳେ ପସନ୍ଦ। ଏମିତିରେ ଆପଣ କାଚଚୁଡ଼ିକୁ, ମେଟାଲ, ଗୋଲ୍ଡ, ଲାଖ ଚୁଡି ସହିତ ପରଫେକ୍ଟ ମ୍ୟାଚ୍‌ କରିପାରିବେ।


All Right Reserved By

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ସକାଳୁ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହାଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ...

ନାରୀ ଶୃଙ୍ଗାରରେ ‘ଖୋଷା’: ଓଡ଼ିଆଣୀର କେଶ ବିନ୍ୟାସରେ ଥାଏ ପରମ୍ପରାର କଥା; ପାଶ୍ଚାତ୍ୟ ନାରୀମାନେ ବି ଖୋଷା ମୋହରେ

କେଶ ବିନ୍ୟାସ ଭିତରେ ଖୋଷା ହେଉଛି ଏପରି ଏକ କେଶ ବିନ୍ୟାସ, ଯାହା ଆରମ୍ଭରୁ ଆଜିିଯାଏ ରହିଆସିଛି। ତେବେ ସମୟ ଓ ପୋଷାକ ପରିଚ୍ଛଦକୁ ନେଇ...

ସ୍ବା ସ୍ଥ୍ୟ ସୂ ଚ ନା

ରୋଗ ବିଷୟରେ ଡାକ୍ତର ଆପଣଙ୍କୁ ଯାହା ପଚାରୁଛନ୍ତି ନିଃସଙ୍କୋଚରେ ସମସ୍ତ ପ୍ରଶ୍ନର ଠିକ୍‌ ଉତ୍ତର ଦିଅନ୍ତୁ। କାରଣ ଯଦି କୌଣସି ବିଷୟକୁ ଆପଣ ପ୍ରକାଶ ନ...

ଜୀବନ ଜୀବିକା ଓ ଜୈବ ବିବିଧତା

”ମଣିଷ ଏବେ ଉଭା ହୋଇପଡ଼ିଛି ପ୍ରକୃତିର ପ୍ରଧାନ ପ୍ରତିଦ୍ୱନ୍ଦ୍ୱୀ ରୂପେ । ସଂପ୍ରତି ମଣିଷ ସଂଘର୍ଷରତ ଉଦ୍ଭିଦଜଗତ ସହ, ସଂଘର୍ଷରତ ପ୍ରାଣିଜଗତ ସହ ଏବଂ ଏପରି...

ରୁଟିରେ ଗୁଆଘିଅ ଲଗାଇ ଖାଇଲେ ଓଜନ କମିବ

ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। ହେଲେ ଆଜିକାଲିର ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍‌ ଫୁଡ୍‌...

ଜାଣନ୍ତୁ କେଉଁ ଫଳ କେଉଁ ସମୟରେ ଖାଇବା ଉଚିତ

ଫଳ ସ୍ବାସ୍ଥ୍ୟ ପାଇଁ ଉପକାରୀ। ସେଥିପାଇଁ ଯଦି କାହାର ଦେହ ଖରାପ ହୋଇଯାଏ, ଡାକ୍ତର ତାଙ୍କୁ ଫଳ ଖାଇବାକୁ ପରାମର୍ଶ ଦେଇଥା’ନ୍ତି। କାରଣ ଫଳରେ ଅନେକ...

ଦୈନନ୍ଦିନ ଜୀବନଶୈଳୀ ଓ ମସ୍ତିଷ୍କର କାର୍ଯ୍ୟଧାରା

ସନ୍ତୁଳିତ ଜୀବନଶୈଳୀ ଆମକୁ କେତେକାଂଶରେ ସୁସ୍ଥ ରଖିଥାଏ। ଯଦି ଜଣେ ବ୍ୟକ୍ତି ନିଜର ଜୀବନଶୈଳୀକୁ ଠିକ୍‌ ଭାବରେ ଆଗେଇ ନିଅନ୍ତି ତେବେ ତାଙ୍କର ମସ୍ତିଷ୍କ ଆହୁରି...

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’...

ଶ୍ରୀଜୀଉଙ୍କ ନୀଳାଦ୍ରିବିଜେର ସିଧା ପ୍ରସାରଣ ଦେଖନ୍ତୁ ପୁରୀରୁ


selfi corner

ଧରିତ୍ରୀ କାର୍ଟୁନ

Model This Week

Why Dharitri

Leave a comment

Your email address will not be published. Required fields are marked *