ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି ।
ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି।
ଚଳିତ ବର୍ଷ ଜିଲାର ମୋଟ ୨୨୩୦୪ ପରୀକ୍ଷାର୍ଥୀ ପରୀକ୍ଷା ଲାଗି ନାମ ପଞ୍ଚିକରଣ କରିଥିଲେ। ସେଥିମଧ୍ୟରୁ ୩୧୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ରହିଥିଲେ। ୩୫୬ ହାଇସ୍କୁଲର ୧୧୭ଟି କେନ୍ଦ୍ରରେ ୨୧,୯୯୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୧୦ଜଣ କପିକରି ଧରା ପଡିଥିଲେ । ମଙ୍ଗଳବାର ୨୧,୯୮୦ ପରୀକ୍ଷାର୍ଥୀଙ୍କ ଫଳାଫଳ ପ୍ରକାଶ ପାଇଛି । ସେଥିମଧ୍ୟରୁ ୧୭,୨୦୦ ପରୀକ୍ଷାର୍ଥୀ ପାସ କରିଥିବା ବେଳେ ସେଥିରୁ ଛାତ୍ର ୮୩୯୫ ଓ ଛାତ୍ରୀ ୮୮୦୫ ଅଛନ୍ତି । ଏ-୧ ଗ୍ରେଡ୍‌ରେ ୮୦ ଛାତ୍ରୀଛାତ୍ର ରହିଥିବା ବେଳେ ଏ-୨ ଗ୍ରେଡ୍‌ରେ ୬୧୩, ବି-୧ରେ ୧୪୦୭, ବି-୨ରେ ୨୫୧୫,ସିରେ ୩୮୦୪, ଡିରେ ୪୯୦୮,ଇରେ ୩୮୭୩ ଏବଂ ଏଫ୍‌ରେ ୪୭୮୦ ରହିଛନ୍ତି ।


All Right Reserved By

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ...

ମୌସୁମୀ ଆସିବାରେ ବିଳମ୍ବ: ଆଗେଇପାରୁ ନାହିଁ ଚାଷକାର୍ଯ୍ୟ

ନୟାଗଡ଼ ଅଫିସ,୧୮ା୬- ଜୁନ୍‌ ମାସର ଅଧାରୁ ଅଧିକ ଦିନ ବିତିସାରିଛି। ହେଲେ ଏ ପର୍ଯ୍ୟନ୍ତ ମୌସୁମୀର ଦେଖାନାହିଁ। ବର୍ତ୍ତମାନ ସମୟରେ ବର୍ଷା ପରିବର୍ତ୍ତେ ସାରା ରାଜ୍ୟରେ...

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ...

ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ

ନିରାକାରପୁର,୯ା୬(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ...

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ...

ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ

ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।...

ଶ୍ରୀଜୀଉଙ୍କ ନୀଳାଦ୍ରିବିଜେର ସିଧା ପ୍ରସାରଣ ଦେଖନ୍ତୁ ପୁରୀରୁ


selfi corner

ଧରିତ୍ରୀ କାର୍ଟୁନ

Model This Week

Why Dharitri

Leave a comment

Your email address will not be published. Required fields are marked *