Posted inଜାତୀୟ

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ କୋଚ୍‌ ରବି ଶାସ୍ତ୍ରୀ ଏବଂ ଫିଲ୍ଡିଂ କୋଚ୍‌ ଆର୍‌.ଶ୍ରୀଧର ଶିରିଡି ପହଞ୍ଚି ସାଇବାବାଙ୍କ ଦର୍ଶନ କରିଛନ୍ତି। ଶ୍ରୀଧର ନିଜ ଟୁଇଟର୍‌ ଫଟୋ ଶେୟାର କରିଛନ୍ତି। ସୂଚନାଯୋଗ୍ୟ, ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର ରହିଛି। ଅଲରାଉଣ୍ଡର କେଦାର ଯାଦବ ଫିଟ୍‌ନେସ୍‌ ଟେଷ୍ଟରେ ପାସ୍‌ ହୋଇଛନ୍ତି।


All Right Reserved By

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ...

ମହିଳାଙ୍କ ପାଇଁ କେଜରିଓ୍ବାଙ୍କ ବଡ ଉପହାର

ନୂଆଦିଲ୍ଲୀ,୩।୬: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏବେ ରାଜଧାନୀରେ ମହିଳାମାନେ ସରକାରୀ ବସ୍‌, କ୍ଲଷ୍ଟର ବସ୍‌...

ଦକ୍ଷିଣ ରାଜ୍ୟ ଆଗରେ ମୁଣ୍ଡ ନୋଇଲେ କେନ୍ଦ୍ର ସରକାର: ଶିକ୍ଷା ନୀତି ଡ୍ରାଫ୍ଟ୍‌ରେ ପରିବର୍ତ୍ତନ; ଏବେ ହିନ୍ଦୀ ନୁହେଁ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥଥରେ କ୍ଷମତାକୁ ଆସିବାରେ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ପାଇଁ ଏକ ଡ୍ରାଫ୍ଟ୍‌ ପ୍ରସ୍ତୁତ କରିଥିଲେ। ଏଥିରେ ହିନ୍ଦୀ...

ଅଲଓ୍ବର ପୀଡ଼ିତାଙ୍କୁ ଭେଟିଲେ ରାହୁଲ :ଅଶୋକ ଗେହଲଟ୍‌ଙ୍କୁ ଦାବୀ ପୂରଣ ପାଇଁ ଦେଲେ ନିର୍ଦ୍ଦେଶ

ଜୟପୁର,୧୬।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ଗୁରୁବାର କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭେଟିଛନ୍ତି। ପୀଡ଼ିତାଙ୍କ କଥା ଶୁଣିବା ସହିତ ତାଙ୍କ ଦାବୀ ପୂରଣ ଏବଂ...

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର...

ମଲା ମୂଷାକୁ ୧୦ ଘଣ୍ଟା ଧରି ଜଗି ବସିଲା ପୋଲିସ

ନୂଆଦିଲ୍ଲୀ, ୨୭।୫: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ମଲା ମୂଷା ପାଇଁ ପୋଲିସ ୧୦ ଘଣ୍ଟା କାଳ ପ୍ରହରା ଦେବା...

ଭାଜପା କରିଛି ଘୋଡ଼ାବେପାର: ୭ ଏଏପି ବିଧାୟକଙ୍କୁ ଯାଚିଥିଲା ୧୦ କୋଟି ଲେଖାଏଁ

ନୂଆଦିଲ୍ଲୀ,୨।୫: ଭାଜପା ଘୋଡ଼ାବେପାର କରିଥିବା ଅଭିଯୋଗ କରିଛନ୍ତି ଆମ୍‌ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଏଏପିରେ କନ୍ଦଳ ଲଗାଇବା ପାଇଁ ୭ ଏଏପି ବିଧାୟକଙ୍କୁ...




selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *