Posted inଖେଳ

କାନ୍ଧରେ ଅସ୍ତ୍ରୋପଚାର କରାଇବେ ମାରାଡୋନା

ବୁଏନ୍‌ସ ଏରିଜ,୨୧ା୫- ଆର୍ଜେଣ୍ଟିନା ଫୁଟ୍‌ବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ବାମ କାନ୍ଧରେ ଅସ୍ତ୍ରୋପଚାର କରାଇବେ। ଏ ନେଇ ୫୮ ବର୍ଷୀୟ ପୂର୍ବତନ ଷ୍ଟାର ଆର୍ଜେଣ୍ଟିନା ରାଜଧାନୀ ବୁଏନ୍‌ସ ଏରିଜ ଗସ୍ତ କରିବେ। ଅସ୍ତ୍ରୋପଚାର ସମ୍ପର୍କରେ ସୂଚନା ଦେଇଛନ୍ତି। ମେକ୍ସିକୋରେ ସେ ଦ୍ୱିତୀୟ ସ୍ତରୀୟ କ୍ଲବ ଡରାଡସ ଦଳର କୋଚ୍‌ ପଦରେ ଅଛନ୍ତି। ଫିଟ୍‌ ହେବା ପରେ ୧୯୮୬ ବିଶ୍ୱକପ୍‌ ଚାମ୍ପିୟନ ମେକ୍ସିକୋ ଫେରି ନିଜ ଦାୟିତ୍ୱ ସମ୍ଭାଳିବେ। ମାରଡୋନାଙ୍କ ନେତୃତ୍ୱରେ ଡରାଡସ ଅଳ୍ପକେ ଗତ ଦୁଇ ବର୍ଷ ହେଲା ପ୍ରଥମ ସ୍ତରୀୟ ଲିଗ୍‌ରେ ପ୍ରବେଶ କରିବାକୁ ବଞ୍ଚତ୍ତ ହୋଇଛି।


All Right Reserved By

Posted inଖେଳ

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡର ଅଷ୍ଟ୍ରେଲିଆ ପରୀକ୍ଷା

ଲଣ୍ଡନ,୨୫।୬(ଏଏଫ୍‌ପି)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ମଙ୍ଗଳବାର ଦୁଇ ପାରିମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ତଥା ଫେଭରାଇଟ ଦଳ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମୁହଁାମୁହିଁ ହେବାକୁ...

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ...

ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍‌ ଫାଇନାଲ

ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍‌ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ ଓ ସର୍ଭିସେସ୍‌ ମଧ୍ୟରେ ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ...

ମହିଳା ଫିଫା ବିଶ୍ୱକପ୍‌:ନକ୍‌ଆଉଟ୍‌ ପର୍ଯ୍ୟାୟରେ କାମେରୁନ

ପ୍ୟାରିସ,୨୧।୬(ଏଏଫ୍‌ପି)- ମ୍ୟାଚ୍‌ର ଅତିରିକ୍ତ ମିନିଟ୍‌ରେ ଆଜାରା ନଚଟଙ୍କ ଗୋଲ ଯୋଗୁ କାମେରୁନ ୨-୧ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ରୋମାଞ୍ଚକ ବିଜୟ ସହ କାମେରୁନ...

ସବ୍‌ଜୁନିୟର କରାଟେ ପାଇଁ ଭୁବନେଶ୍ୱର ଦଳ ଚୟନ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚଳିତମାସ ୨୬ରେ ୩୧ତମ ରାଜ୍ୟ ସବ୍‌ଜୁନିୟର କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସ୍କୁଲ...

ଚତୁଃରାଷ୍ଟ୍ରୀୟ ମହିଳା ହକି: ସ୍କଟ୍‌ଲାଣ୍ଡକୁ ହରାଇଲା ଭାରତ

ଡବ୍‌ଲିନ୍‌, ୩ା୬ (ପି.ଟି.)-ଏଠାରେ ଚାଲିଥିବା ୨୧ବର୍ଷରୁ କମ୍‌ କ୍ୟାଣ୍ଟର ଫିଜରଲାଡ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ପ୍ରତିଯୋଗିତାରେ ଭାରତୀୟ ମହିଳା ହକି ଦଳ ସୋମବାର ମ୍ୟାଚ୍‌ରେ ସ୍କଟଲାଣ୍ଡକୁ...

ଜାତୀୟ ସବ୍‌ଜୁନିୟର ବାଳିକା ଫୁଟବଲ ଆରମ୍ଭ

କଟକ ଅଫିସ, ୮ା୬-ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକର ବାରବାଟୀ ଓ ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଜାପାନକୁ ୩ୟ ସ୍ଥାନ

ଭୁବନେଶ୍ୱର, ୧୬।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଜାପାନ ତୃତୀୟ ସ୍ଥାନ ହାସଲ କରିଛି। ଶେଷ ମୁହୂର୍ତ୍ତରେ କେନ୍‌ତା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *