Posted inଜାତୀୟ

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା ଦେଶରେ ପ୍ରଥମକରି ଆରମ୍ଭ ହୋଇଥିବା କୁହାଯାଉଛି। ଏଠାରେ ମୃତକଙ୍କ ଅନ୍ତିମ ସଂସ୍କାର କେବଳ ଟଙ୍କାଏରେ କରାଯିବ। ସମସ୍ତ ସମ୍ପ୍ରଦାୟ ପାଇଁ ଏହା ଲାଗୁ ହେବ ବୋଲି ନଗର ନିଗମ ମେୟର ଏସ୍‌.ରବୀନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଏଥି ପାଇଁ ଏକ କୋଟି ୧୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ହୋଇଥିବା ମେୟର କହିଛନ୍ତି। ସେହିପରି ଏହି ଯୋଜନା ଅନ୍ତର୍ଗତ ପରମ୍ପରା ଅନୁସାରେ ଶ୍ରାଦ୍ଧ ଦିନ ମାତ୍ର ୫ ଟଙ୍କାରେ ୫୦ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯିବାର ବ୍ୟବସ୍ଥା ରହିଛି।


All Right Reserved By

ପ୍ରେମିକାକୁ ଆଲିଙ୍ଗନ କରି ବୋମା ଲାଗାଇଲେ ପ୍ରେମିକ ଉଭୟଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ,୨୮।୪: କେରଳର ଓ୍ବାୟନାଡରୁ ଆସିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଖବର। ଏଠାରେ ଏକ ବିବାହିତ ପ୍ରେମି ଯୁଗଳ ବୋମା ବିସ୍ଫୋରଣ କରି ନିଜକୁ ଉଡାଇ...

ବିହାରରେ ଚାଲିଛି ଶିଶୁ ହତ୍ୟା: ରାବ୍ରୀ

ପାଟନା,୧୮।୬: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶାସନରେ ଶିଶୁ ହତ୍ୟା ଚାଲିଛି ବୋଲି ଆର୍‌ଜେଡି ପକ୍ଷରୁ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ରାଜ୍ୟରେ ସ୍ବାସ୍ଥ୍ୟ ସେବା...

ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା...

ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଶାୟୀ ମାୟାବତୀ

ମେରଠ,୫।୬: ଉତ୍ତର ପ୍ରଦେଶରେ ଏସ୍‌ପି-ବିଏସ୍‌ପି ଦୀର୍ଘ ବର୍ଷର ଶତ୍ରୁତାକୁ ଭୁଲି ଗତ ଲୋକ ସଭା ନିର୍ବାଚନରେ ଏକାଠି ହୋଇଥିଲେ। ଚଳିତବର୍ଷ ଜାନୁୟାରୀରେ ହିଁ ଦୁଇ ଦଳର...

ଆତ୍ମହତ୍ୟା କରିଥିବା ମହିଳାଙ୍କ ମୃତଦେହକୁ କାନ୍ଧରେ ୨ କିମି ବୋହିଲେ ପୋଲିସ୍‌

ଭୋପାଳ,୨୬।୬: ଆତ୍ମହତ୍ୟା କରିଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କର୍ମଚାରୀ ୨ କିମି କାନ୍ଧରେ ବୋହି ନେଇଛନ୍ତି। ରାସ୍ତାରେ କାଦୁଅ ଥିବାରୁ ପୋଲିସ ଏପରି କରି...

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ...

ଜୀବନକୁ ବାଜି ଲଗାଇ ଜହର ଖାଇଥିବା ସାପକୁ ବଞ୍ଚାଇଲେ ଆଇଟି ଅଧିକାରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୨।୬: ମଣିଷ ଏବଂ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ନିଆରା। ପରିବେଶ ସନ୍ତୁଳନରେ ପ୍ରାଣୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଜୀବେଦୟାକୁ ଭାରତୀୟ ସମାଜ ଅତିପୁରାତନ କାଳରୁ...

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *