ବାତ୍ୟା ଅଞ୍ଚଳରେ ଏଚ୍‌ଡିଏଫ୍‌ସିର ମୋବାଇଲ ଏଟିଏମ୍‌ ଭ୍ୟାନ

ଭୁବନେଶ୍ୱର,୨୨।୫: ଏଚ୍‌ଡିଏଫ୍‌ସି ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳରେ କ୍ୟାଶ ଉପଲବ୍ଧ କରାଇବା ଲାଗି ରାଜ୍ୟ ସଚ୍ଚିବାଳୟ ପରିସରରୁ ମୋବାଇଲ ଏଟିଏମ୍‌ ଭ୍ୟାନର ଶୁଭାରମ୍ଭ କରାଯାଇଛି। ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରଶାଦ ପାଢୀ, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌.ଗିରିଶ ଏହାକୁ ଉନ୍ମୋଚନ କରିଥିଲେ।


All Right Reserved By

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ।...

ବୀମାରେ ସାମିଲ ହେବ ମାନସିକ, ଜେନେଟିକ ରୋଗ

ନୂଆଦିଲ୍ଲୀ,୧୯-୫: ଭାରତୀୟ ବୀମା ବିନିୟାମକ ଏବଂ ବିକାଶ ପ୍ରାଧିକରଣ(ଆଇଆର୍‌ଡିଏ) ବୀମା କମ୍ପାନୀଗୁଡ଼ିକୁ ମାନସିକ ଅସୁବିଧା, ଜେନେଟିକ ରୋଗ, ନ୍ୟୁରୋ ସମ୍ପର୍କିତ ବିକାର ତଥା ମନୋବୈଜ୍ଞାନିକ ବିକାର...

ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି...

ଖସିପାରିବେନି ଟିକସ ଖିଲାପୀ;ଜରିମାନା ଦେଲେ ମଧ୍ୟ ଯିବେ ଜେଲ୍‌

ନୂଆଦିଲ୍ଲୀ,୧୮-୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କଳାଧନ ବିରୋଧରେ ସଂଗ୍ରାମ ଜାରି ରଖିଛନ୍ତି। ଏବେ ଏହି ଦିଗରେ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ...

ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ନଗଦ ଅଭାବ

ମୁମ୍ବାଇ,୨୧ା୪: ସରକାରୀ ଖର୍ଚ୍ଚରେ ସୁପ୍ତତା ଏବଂ ନିର୍ବାଚନ ସଂକ୍ରାନ୍ତ ଖର୍ଚ୍ଚ ବୃଦ୍ଧି ଯୋଗୁ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ନଗଦ ଅଭାବ ଦେଖାଦେଇଛି। ବର୍ତ୍ତମାନ ବ୍ୟବସ୍ଥାରେ ପ୍ରାୟ ୭୦...

ସହଯୋଗର ହାତ ବଢାଇଲା ରିଲାଏନ୍ସ ଫାଉଣ୍ଡେଶନ

ଭୁବନେଶ୍ୱର,୧୨-୫: ବାତ୍ୟା ପରବର୍ତ୍ତୀ ସ୍ଥିତିକୁ ସୁଧାରିବା ଲାଗି ରିଲାଏନ୍ସ ଫାଉଣ୍ଡେଶନ ସହାୟତାର ହାତ ବଢାଇଛି। ପୁନଃ ଥଇଥାନ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ବାତ୍ୟା ପରର ଚାଷ,...

ଭାରତକୁ ଲଣ୍ଡନ କୋର୍ଟଙ୍କ ପ୍ରଶ୍ନ;ନୀରବଙ୍କୁ କେଉଁ ଜେଲ୍‌ରେ ରଖିବ

ଲଣ୍ଡନ,୩୧-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ରୁ ବାହାରିବା ଉଦ୍ୟମ ପୁନର୍ବାର ବେକାର ହୋଇଯାଇଛି। ଲଣ୍ଡନର ଓ୍ବେଷ୍ଟମିନିଷ୍ଟର କୋର୍ଟ ତାଙ୍କର ହାଜତ ମିଆଦକୁ ଜୁନ୍‌...

୬ବର୍ଷରେ ପ୍ରଥମଥର ଏପ୍ରିଲରେ ଏୟାର ଟ୍ରାଫିକ ହ୍ରାସ

ନୂଆଦିଲ୍ଲୀ,୩୦-୫: ଏପ୍ରିଲରେ ଘରୋଇ ଏୟାର ଟ୍ରାଫିକ ହ୍ରାସ ପାଇଛି। ଗତ ୬ ବର୍ଷ ମଧ୍ୟରେ ଏହା ପ୍ରଥମଥର ଦେଖିବାକୁ ମିଳିଛି। ଜେଟ୍‌ ଏୟାରଓ୍ବେଜ୍‌ ବନ୍ଦ ହୋଇଯିବା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *