ଚୋରା କୋଇଲା ବୋଝେଇ ଟ୍ରକ ଜବତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଅଞ୍ଚଳରେ ଥିବା ଏକ ଚୋରା କୋଇଲା ଖଣିରେ ମଙ୍ଗଳବାର ଛେଣ୍ଡିପଦା ପୋଲିସ ଚଢାଉ କରି ଏକ ଚୋରା କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୪ଏଚ୪୫୯୫)କୁ ଜବତ କରିଛି। ପୋଲିସ କହିଛି, ବିଳମ୍ବିତ ରାତିରେ ଉକ୍ତ ଚୋରା କୋଇଲା ଖଣିରୁ କୋଇଲା ବୋଝେଇ ହୋଇଯାଉଥିବାବେଳେ ପୋଲିସ ଖବର ପାଇ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଉକ୍ତ ଟ୍ରକରୁ ୩ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଥିବା ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


All Right Reserved By

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ...

ଖୋର୍ଦ୍ଧା ଅଞ୍ଚଳରେ ପଥର ଚୋରା ଚାଲାଣ ଅଭିଯୁକ୍ତ ନିତୁ ମାନସିଂ ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ): ଖୋର୍ଦ୍ଧାରେ ଖଣି ମାଫିଆଙ୍କ ରାଜୁତି ଚାଲିଛି। ସେଠାକାର ପଥର ଖାଦାନଗୁଡ଼ିକ ଉପରେ ସେମାନଙ୍କ ଲୋଲୁପ ନଜର ପଡ଼ିଛି। ରାତାରାତି କୋଟି କୋଟି ଟଙ୍କା ରୋଜଗାର...

ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌...

ଶୀତଳଭଣ୍ଡାର, ଆଳୁମିଶନ ବନ୍ଦ ଆରୋପ ମହାରଥୀଙ୍କୁ ବାଧିଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ...

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୋଲଗଡ଼,୨୭ା୬(ଡି.ଏନ.ଏ.): ବୋଲଗଡ଼ ଥାନା ଅନ୍ତର୍ଗତ ଡାବରଧୁଆ ଗ୍ରାମସ୍ଥିତ ଏକ ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ବୁଧବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଉକ୍ତ...

‘ଫନୀ’ ମୁକାବିଲା ପାଇଁ ପ୍ରଶାସନ ସଜାଗ: କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ, ୧।୫- ସାମୁଦ୍ରିକ ଝଡ଼ ‘ଫନି’ ଭୟଙ୍କର ରୂପ ଧାରଣ କରି ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ...

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ...

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *