ଡାଇବେଟିସ୍‌ଠାରୁ ଦୂରେଇ ରଖେ ଏହି ଚା’…

ସକାଳ ଚା’ ପିଇଲେ ଫୁର୍ତ୍ତି ଲାଗେ। ତେବେ ଚା’ ମଧ୍ୟ ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରଖିଥାଏ। ନିୟମିତ ଗ୍ରୀନ୍‌ ଟି’ ପିଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ। ଏହା ରକ୍ତ ଶର୍କରା କମାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଗ୍ରୀନ୍‌ ଟି ରକ୍ତ ସଞ୍ଚାଳନକୁ ସ୍ବଭାବିକ କରେ। ଫଳରେ ହାର୍ଟ ଆଟାକ୍‌ ଭଳି ସମସ୍ୟା ଦୂର ହୁଏ। ଗ୍ରୀନ୍‌ ଟି’ରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ଯୁବ ସୁଲଭ ଠାଣି ବଜାୟ ରଖେ। ଦିନରେ ୨-୩ -କପ୍‌ ଗ୍ରୀନ୍‌ ଟି’ ପିଇବା ସ୍ବାସ୍ଥ୍ୟ ପାଇଁ ବହୁତ ଭଲ। ଏହା ଶରୀରରେ ଥିବା ଅନାବଶ୍ୟକ ଚର୍ବି କମ୍‌ କରିଥାଏ। ଫଳରେ ଆନିୟମିତ ଆହାର ତଥା ପରିବର୍ତ୍ତିତ ଜୀବନ ଶୈଳୀ ଯୋଗୁ ଦେଖାଦେଉଥିବା ମେଦବହୁଳତା ସମସ୍ୟାରୁ ସହଜରେ ମୁକ୍ତି ମିଳିଥାଏ।


All Right Reserved By

ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର

ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି...

ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ...

ପିଲାଙ୍କୁ ଦିଅନ୍ତୁ ଉତ୍ତମ ଶିକ୍ଷା: ଧ୍ୟାନ ଦିଅନ୍ତୁ କେତୋଟି କଥାପ୍ରତି

ଛୋଟ ପିଲାମାନଙ୍କୁ ଉତ୍ତମ ବ୍ୟବହାର ସମ୍ପର୍କରେ ଶିକ୍ଷା ଦେବା ପ୍ରତ୍ୟେକ ଅଭିଭାବକଙ୍କ ଦାୟିତ୍ୱ। କାରଣ ଏହା ପିଲାର ବର୍ତ୍ତମାନ ସହିତ ଭବିଷ୍ୟତକୁ ସୁନ୍ଦରକରି ଗଢ଼ି ତୋଳିବାରେ...

ସକାଳେ କପେ ପାନମଧୁରୀ ଚା’…

ପାନମଧୁରୀ ଚା’ ଦେହ ପାଇଁ ବହୁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍‌ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ...

ସଂଗୀତ ଶୁଣିଲେ ଦୂର ହୋଇଥାଏ ଏହି ରୋଗ

ପ୍ରତିଦିନ ୩୦ ମିନିଟ୍‌ ସଂଗୀତ ଶୁଣିଲେ କ୍ୟାନସର ପରି ମାରାତ୍ମକ ରୋଗ ଭଲ ହୋଇଥାଏ ବୋଲି ତାଇବାନ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ବିଶେଷଜ୍ଞଙ୍କ ମତରେ କ୍ୟାନସର...

ଜୀବନ ଜୀବିକା ଓ ଜୈବ ବିବିଧତା

”ମଣିଷ ଏବେ ଉଭା ହୋଇପଡ଼ିଛି ପ୍ରକୃତିର ପ୍ରଧାନ ପ୍ରତିଦ୍ୱନ୍ଦ୍ୱୀ ରୂପେ । ସଂପ୍ରତି ମଣିଷ ସଂଘର୍ଷରତ ଉଦ୍ଭିଦଜଗତ ସହ, ସଂଘର୍ଷରତ ପ୍ରାଣିଜଗତ ସହ ଏବଂ ଏପରି...

ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଯେଉଁଠି ପିଆଯାଏ ସାପ ରକ୍ତ

ସବୁଠାରୁ ଭୟଙ୍କର ଜୀବ ମଧ୍ୟରେ ସାପ ଅନ୍ୟତମ। ଯେକେହି ଏହାକୁ ଦେଖିବା ମାତ୍ରେ ଡରିଯାଇଥାନ୍ତି। ମାତ୍ର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ କୋବ୍ରା ରକ୍ତ ପିଇବାର ପରମ୍ପରା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *