ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩, କଂଗ୍ରେସର ପ୍ରଦୀପ କୁମାର ସ୍ବାଇଁ ୩୧୫ ଭୋଟ ପାଇଛନ୍ତି।


All Right Reserved By

ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର...

ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ

ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର...

ଭାଜପା ସଂଖ୍ୟାଗରିଷ୍ଠତା ହାସଲ ପରେ ମୋଦି ଫ୍ୟାନଙ୍କ ୨୪୦ କି.ମି.ସାଇକେଲ ଯାତ୍ରା: ମହାପ୍ରଭୁଙ୍କ ଦର୍ଶନ କରିି ପୂରଣ କଲେ ମାନସିକ

ପୁରୀ ଅଫିସ,୨୬।୫: ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ବିପୁଳ ଜନ ସମର୍ଥନ ହାସଲ କରିଛନ୍ତି । ଦ୍ୱିତୀୟ ଥରଲାଗି ସେ ଦେଶର ପ୍ରଧାନମନ୍ତ୍ରୀ ହେବେ।...

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ...

ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ...

ଜରନ୍ଦାପାଳ ପୋଲ ନିକଟରୁ ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

କଳିଙ୍ଗନଗର,୮ା୬(ଡି.ଏନ୍‌.ଏ.): ଟମକା ଥାନା ଜରନ୍ଦାପାଳ ଛକ ନିକଟରୁ ଶୁକ୍ରବାର ସକାଳେ ପୋଲିସ ସ୍ଥାନୀୟ ଅଞ୍ଚଳର ଜଣେ ଗାଡି ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜରନ୍ଦାପାଳ...

ଆଳତୁମା ରଜ ମହୋତ୍ସବ: ହରାଇନି ମହକ, କମିନି ଚମକ

କାମାକ୍ଷାନଗର, ୧୪।୬ – ସରିଛି ସଜବାଜ। ଶୁକ୍ରବାର ପହିଲି ରଜ। ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ। ଆମ୍ବତୋଟାରେ ସରିଲାଣି ଦୋଳିବନ୍ଧା। ଖୋଲିଲାଣି ରଜପାନ ଦୋକାନ।...

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *