Posted inଜାତୀୟ

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ ହିଂସା ପରିସ୍ଥିତି ସୃଷ୍ଟିକରି ଭୋଟ ହାତେଇବା ଲକ୍ଷ୍ୟରେ ଥିବା ଭାଜପା ଅଭିଯୋଗ ଆଣିଥିଲା। ଏବେ କିଛି ଆସନରେ ଭାଜପା ଆଗୁଆ ଥିବାରୁ କର୍ମୀମାନେ ଭାଜପା ଅଫିସ ସମ୍ଭୁଖରେ ଉତ୍ସବ ପାଳନ କରିଛନ୍ତି।


All Right Reserved By

ଜୁନ୍‌ ୬ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, (ପି.ଟି.)/ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚତ୍ବାରେ ବିଳମ୍ବ ହେବ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) । ମୌସୁମୀ ସାଧାରଣତଃ...

ଏୟାରପୋର୍ଟରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଆଲର୍ଟ ଜାରି

ଶ୍ରୀନଗର, ୧୭।୫: ଜମ୍ମୁ-କଶ୍ମୀରରର ଶ୍ରୀନଗର ଏବଂ ଅବନ୍ତିପୋରା ଏୟାରବେସ୍‌ରେ ଆତଙ୍କବାଦୀଙ୍କ ଯୋଜନା ରହିଛି। ସୁରକ୍ଷା ଏଜେନ୍ସୀ ପକ୍ଷରୁ ଏନେଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା...

ସିକିମ୍‌ରେ ବାଦଲ ଫଟା ବର୍ଷା: ୩ ଶହରୁ ଅଧିକ ପର୍ଯ୍ୟଟକ ଜଳବନ୍ଦୀ

ଗାଙ୍ଗଟକ୍‌,୧୮।୬: ସିକିମ୍‌ରେ ବାଦଲ ଫଟା ବର୍ଷା ହୋଇଛି। ସ୍ଥାନୀୟ ଚୁଙ୍ଗ୍‌ ଥାଙ୍ଗ୍‌ରେରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଏଠାକୁ ବୁଲି ଆସିଥିବା ୩ ଶହରୁ...

ତେଲେଙ୍ଗାନା ଗଠନ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨।୬: ତେଲେଙ୍ଗାନା ଗଠନ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାଜ୍ୟବାସୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।...

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ...

ଦ୍ୱିତୀୟ ଥର ମୋଦି ସରକାର:ଶପଥ ନେଲେ ୨୪ କ୍ୟାବିନେଟ, ୯ ସ୍ବାଧୀନ, ୨୪ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ବିପୁଳ ବିଜୟ ପରେ ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ...

ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ

ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ...

ପ୍ରଣବ ମୁଖାର୍ଜୀଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୮।୫: ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏହି ମର୍ମରେ ସେ ଆଶୀର୍ବାଦ ନେବା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *