ରାଉରକେଲାରେ ସାରଦା ନାୟକ ଆଗୁଆ

ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରାଉରକେଲା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାରଦା ନାୟକ ଆଗୁଆ ରହିଛନ୍ତି। ସାରଦା ୨୧୭୧ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ନିହାର ରାୟ ୧୮୬୯ ଭୋଟ ପାଇଛନ୍ତି। କଂଗ୍ରେସର ବୀରେନ ସେନାପତି ୮୩୬ ଭୋଟ ପାଇଛନ୍ତି।


All Right Reserved By

ଝଡ଼ ବତାସ ନେଲା ଜୀବନ

ଚିତ୍ରକୋଣ୍ଡା,୩୦।୫: ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ନାକାମାମୁଡ଼ି ପଞ୍ଚାୟତ ବାମେରିଙ୍ଗ ଗଁାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ଉକ୍ତ ଗଁାରେ ଥିବା ଏକ ନଦୀକୁ ଡଙ୍ଗାରେ...

ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍‌ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ...

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ...

ଭତା ପାଏଲେ ଦୁଇ ଦିବ୍ୟାଙ୍ଗ ବହେନ୍‌

ଲୋଇସିଂହା,୧୩।୭(ଡି.ଏନ୍‌.ଏ): – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ସଦର ଗଁ। ର ଦୁଇ ଦିବ୍ୟାଙ୍ଗ ବହେନ୍‌ ଚାର ଭୋଇ(୪୫) ଆର ସୁଦ୍ରା(୪୦)। ବ୍ଲକ...

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଫନୀକୁ ବିତିଲା ମାସେ ଏବେବି ହୋଇନି ଘରଭଙ୍ଗା ତଦନ୍ତ

ଗୋପ, ୩।୬(ଡି.ଏନ୍‌.ଏ.)-ସାମୁଦ୍ରିକ ଝଡ଼ ଫନୀକୁ ମାସେ ବିତିଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନେ ଧୀରେ ଧୀରେ ମୁଖ୍ୟଧାରାକୁ ଫେରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ଘରଭଙ୍ଗା ତଦନ୍ତ...

ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା...

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ପଦବୀ ପାଇଁ ହେବାକୁ ଥିବା ଏହି ଉପନିର୍ବାଚନ ଲାଗି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *