ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୭୦୬୪ ଖଣ୍ଡ ଭୋଟ ପାଇ ଆଗରେ ଅଛନ୍ତି। ଦ୍ରି ନାରାୟଣ ପାତ୍ର ୭୦୬୪ ଖଣ୍ଡ ଭୋଟ ପାଇ ଆଗରେ ଅଛନ୍ତି।


All Right Reserved By

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ...

ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ

ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ...

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭଦ୍ରକ ଅଫିସ,୫।୭: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଶୁକ୍ରବାର ୧୦ ହଜାରରୁ ଊର୍ଦ୍ଧ୍ୱ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ଜିଲାର ୩ ହଜାର ଚାଷୀଙ୍କୁ...

ଆହାର କେନ୍ଦ୍ରରେ ଖାଦ୍ୟ ମାନ ଯାଞ୍ଚ

ଭଦ୍ରକ ଅଫିସ, ୩୧।୫ – ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଗୁରୁବାର ଚାନ୍ଦବାଲି ଗସ୍ତରେ ଯାଇ ବ୍ଲକ କାର୍ଯ୍ୟାଳୟରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି...

‘ପରିବେଶ ଓ ପ୍ରକୃତି ଦିଏ ପ୍ରେରଣା’

ସିମୁଳିଆ, ୧ା୫(ଡି.ଏନ.ଏ.)-ଆମ ଚାରିପାଖରେ  ନିୟମିତ ଅନେକ ଘଟଣା, ଦୁର୍ଘଟଣା ଘଟୁଛି। ଯାହା ଜୀବନ ଯେତେ ଘଟଣାବହୁଳ ତାହା ଲେଖାଲେଖି କରିବାକୁ ଖୋରାକ ଯୋଗାଇଥାଏ ବୋଲି ସାରସ୍ବତ...

ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସିନ୍ଦା

ତେଲକୋଇ, ୨୫।୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ କାଳିଆହତା ପଞ୍ଚାୟତରେ ରହିଛି ରଙ୍ଗମାଟିଆ ବସ୍ତି । ଏହି ବସ୍ତିରେ ୩୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି...

ରାସ୍ତାକଡ଼ରେ ଡିମିରି ଫଳର ପସରା

କେନ୍ଦୁଝର,୨୮।୫(ସ୍ବ.ପ୍ର.)-ବନବାସୀ ବର୍ଷ ତମାମ ଜଙ୍ଗଲ ଉପରେ ନିର୍ଭର କରି ବିଭିନ୍ନ ପ୍ରକାରର ଫଳମୂଳ ଓ କୋଳି ଆଦି ସଂଗ୍ରହ କରିଥାନ୍ତି। ଖରାଦିନେ ଗଛରେ ଡିମିରି ଫଳ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *