Posted inଜାତୀୟ

ହସ୍ପିଟାଲରୁ ଆସି ମତଦାନ କଲେ ୮୦ ବର୍ଷୀୟା ବୃଦ୍ଧା

କଠୁଆ,୧୮।୪: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଜଣେ ବୃଦ୍ଧା ମତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୮୦ ବର୍ଷୀୟା ବୃଦ୍ଧା ଯୋଗୀନ୍ଦେରୋ ଦେବୀ ଅସୁସ୍ଥତା ପାଇଁ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଗୁରୁବାର ତାଙ୍କ ନିର୍ବାଚନ ମଣ୍ଡଳୀର ଭୋଟ ଗ୍ରହଣ କରାଯାଉଥିବାରୁ ସେ ହୁଇଲ୍‌ ଚେୟାର ଯୋଗେ ମତଦାନ କେନ୍ଦ୍ରରେ ପହଞ୍ଚିବା ସହ ନିଜର ଭୋଟ ଦେଇଛନ୍ତି। ଆଉ ଭୋଟ ଦେଇ ସେ ପୁଣିଥରେ ହସ୍ପିଟାଲ ଚାଲିଯାଇଛନ୍ତି।


All Right Reserved By

ଦୁଇ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୨ା୬(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇଛି। ଏହାସହ...

ଧୋନୀ ଜଣେ ଦେଶଭକ୍ତ: ଗିରିରାଜ

ଲଣ୍ଡନ,୯।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଭାରତୀୟ ଆର୍ମି...

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ...

୧୪ବର୍ଷ ଜେଲ୍‌ଦଣ୍ଡ ଭୋଗୀ ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହେଲେ ଅଭିଯୁକ୍ତ

କୋଲକତା,୨୨।୬: କୁହାଯାଏ ବିଳମ୍ବରେ ମିଳୁଥିବା ନ୍ୟାୟ ପ୍ରକୃତ ନ୍ୟାୟ ନୁହେଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ। ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡ ଭୋଗୁଥିବା...

ମୂଲାୟମଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର

ଲକ୍ଷ୍ନୌ, ୧୦।୬: ସମାଜବାଦୀ ପାର୍ଟି ନେତା ମୂଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ଫଳରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସୂଚନାଯୋଗ୍ୟ, ରବିବାର...

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା...

ରାଜଧାନୀରେ ଖବରଦାତାଙ୍କୁ ଗୁଳି

ନୂଆଦିଲ୍ଲୀ,୨୩।୬: ରାଜଧାନୀ ଦିଲ୍ଲୀର ବସୁନ୍ଧରା ଏନକ୍ଲେଭ ନିକଟରେ ମିତାଲି ଚନ୍ଦୋଲା ନାମକ ଜଣେ ଖବରଦାତାଙ୍କୁ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ଗୁଳି କରିଥିବା ସୂଚନା...

‘ବଜେଟ ଗରିବଙ୍କୁ ସଶକ୍ତ କରିବ’

ନୂଆଦିଲ୍ଲୀ,୬ା୭(ପି.ଟି.): କେନ୍ଦ୍ର ବଜେଟ ନାଗରିକ ହିତୈଶୀ, ବିକାଶ ଅନୁକୂଳ ତଥା ଭବିଷ୍ୟତୋନ୍ମୁଖୀ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିହିତ କରିବା ସହ ଏହା ଦେଶର ଗରିବଙ୍କୁ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *