Posted inଜାତୀୟ

ମେ ୨୬ରେ ମୋଦି ନିର୍ବାଚିତ ହେବେ ଭାଜପା ସଂସଦୀୟ ଦଳ ନେତା

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନେତୃତ୍ୱାଧୀନ ଏନଡିଏ କେନ୍ଦ୍ରରେ ସରକାର ଗଠନ କରିବା ନିଶ୍ଚିତ ହୋଇଛି। ଆସନ୍ତା ମେ ୨୬ରେ ଭାଜପା ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳ ନେତା ଭାବେ ନିର୍ବାଚିତ କରାଯିବ। ଏହାପରେ ଭାଜପା କେନ୍ଦ୍ରରେ ସରକାର ଗଠନ ପାଇଁ ନିଜର ଦାବି ଉପସ୍ଥାପନ କରିବ। ପରେ ଶପଥ ଗ୍ରହଣ ଉତ୍ସବର ତାରିଖ ଘୋଷଣା କରାଯିବ ବୋଲି କୁହାଯାଉଛି।


All Right Reserved By

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ...

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ...

ଦଳର ନିଆରା ନିର୍ବାଚନୀ ପ୍ରତିଶ୍ରୁତି: ଇଦ୍‌ରେ ମୁସଲମାନଙ୍କୁ ଛେଳି ଫ୍ରି, ଅଧା ଦାମ୍‌ରେ ମଦ ଓ ମହିଳାଙ୍କୁ ଦିଆଯିବ ସୁନା

ନୂଆଦିଲ୍ଲୀ,୧୭।୪: ଲୋକ ସଭା ନିର୍ବାଚନ ପାଇଁ ବିଭିନ୍ନ ଦଳର ନେତାମାନେ ଜୋରସୋରରେ ପ୍ରଚାର ଚଳାଇଛନ୍ତି। ଏଥିସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନେତାମାନେ ବିଭିନ୍ନ ପ୍ରତିଶ୍ରୁତି...

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି।...

ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍‌ବି ଯବାନ ଶହୀଦ୍‌ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ...

ବାରାଣସୀରେ କଂଗ୍ରେସ ପ୍ରାର୍ଥୀ ହେଲେ ଅଜୟ ରାୟ

ନୂଆଦିଲ୍ଲୀ, ୨୫।୪: ବାରଣାସୀ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନେଇ ଜାରି ରହିଥିବା ଚର୍ଚ୍ଚା ଶେଷରେ ବନ୍ଦ ହୋଇଛି। ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନକୁ ନେଇ ଭାଜପା ଖୁବ୍‌ ଆଶାବାଦୀ ଥିବା ବେଳେ ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏହି ମସୟରେ ଏକ ଚମକାଇବା...

ସୀମାନ୍ତ ସ୍ଥିତି ସମୀକ୍ଷା କଲେ ରାଜନାଥ

ନୂଆଦିଲ୍ଲୀ,୧୫ା୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସେନାବାହିନୀର ଶୀର୍ଷ ପଦାଧିକାରୀମାନଙ୍କ ବୈଠକରେ ପାକିସ୍ତାନ ଓ ଚାଇନା ସୀମାନ୍ତର ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ଥଳସେନା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *