ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। ଏହାର କେନ୍ଦ୍ରସ୍ଥଳ ହାଓଲିନ କାଉଣ୍ଟି ଡାଲରୁ ୧୮.୮ କିଲୋମିଟର ମିଟର ମଧ୍ୟରେ ଥିବା ଜଣାପଡିଛି। ତେବେ ତାଇଓ୍ବାନର ଭୌଗୋଳିକ ସ୍ଥିତି ଏଭଳି ଯେ ଏଠାରେ ବାରମ୍ବାର ଭୂକମ୍ପ ହୋଇଥାଏ।


All Right Reserved By

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ...

କାବୁଲରେ ଶକ୍ତିଶାଳୀ ବିସ୍ଫୋରଣ:୩୪ ମୃତ, ୬୮ ଆହତ

କାବୁଲ, ୧।୭: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳୁ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ ୩୪ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୬୮ ଜଣ ଆହତ ହୋଇଛନ୍ତି। ଏକ...

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ...

ଦୁବଇରେ ଏବେ ମଦ୍ୟପାନ କଲେ ମିଳିବନି ଦଣ୍ଡ

ଦୁବଇ,୧୩।୭: ଏବେ ଦୁବଇରେ ପର୍ଯ୍ୟଟକଙ୍କୁ ୩୦ ଦିନ ଲାଗି ମାଗଣା ଆଲକୋହଲ ଲାଇସେନ୍ସ ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଇଛି। ତେବେ ମଦ୍ୟପାନ କରି ନିୟମ ଉଲ୍ଲଂଘନ...

ଭାରତୀୟ କଏଦିଙ୍କ ତାଲିକା ହସ୍ତାନ୍ତର କଲା ପାକିସ୍ତାନ

ଇସଲାମାବାଦ,୧।୭: ପାକିସ୍ତାନ ଜେଲରେ ବନ୍ଦିଥିବା ପ୍ରାୟ ୨୬୧ ଜଣ କଏଦିଙ୍କର ଏକ ତାଲିକା ପାକିସ୍ତାନ ଇସଲାମାବାଦରେ ଥିବା ଭାରତୀୟ ହାଇକମିଶନଙ୍କୁ ହସ୍ତାନ୍ତର କରିଛି। ଏମାନଙ୍କ ମଧ୍ୟରୁ...

ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ

ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା...

ଚେକ୍‌ ପୋଷ୍ଟରେ ବିସ୍ଫୋରଣ: ୩ ମୃତ

ଇସଲାମାବାଦ୍‌,୨୮।୪: ପାକିସ୍ତାନର ବଜରିସ୍ତାନର ଉତ୍ତର ପଶ୍ଚିମ ଜିଲାରେ ଏକ ଚେକ୍‌ ପୋଷ୍ଟରେ ବିସ୍ଫୋରଣ ଘଟିଛି। ଏଥିରେ ୩ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣରେ ୨ ଜଣ...

୮ ମାସର ପିଲାର ନାଁ ରଖିଲେ ଗୁଗୁଲ: ମିଳିଲା ଓ୍ବାର୍ଲଡ ଷ୍ଟ୍ରଙ୍ଗେଷ୍ଟ ନେମ ଆଓ୍ବାର୍ଡ

ଜାକର୍ତ୍ତା,୧।୭: ପିଲାଙ୍କ ନାମକରଣକୁ ନେଇ ପିତାମାତା ସବୁବେଳେ ଭିନ୍ନ କିଛି ଚିନ୍ତା କରିଥାଆନ୍ତି। ହେଲେ ଇଣ୍ଡୋନେସିଆର ଜଣେ ଦମ୍ପତି ନିଜ ୮ ମାସର ପିଲାର ନାଁ...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *