ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ବହୁମତ ଆଡକୁ ଆଗେଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସବୁଆଡୁ ଆସୁଛି ଶୁଭେଚ୍ଛାର ବାର୍ତ୍ତା। ଏହି ଅବସରରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରେମାସିଂଘେ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଓ୍ବିକ୍ରେମାସିଂଘେ ମୋଦିଙ୍କୁ ତାଙ୍କ ସଫଳତା ନେଇ ଶୁଭେଚ୍ଛା ଜଣାଇଛନ୍ତି।


All Right Reserved By

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ...

ଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା

କାବୁଲ,୧୮ା୫(ଆଇଏଏନ୍‌ଏସ୍‌): ଆମେରିକା ବାୟୁସେନା ଭୁଲ୍‌ରେ ସହଯୋଗୀ ଆଫଗାନିସ୍ତାନକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ୪ ଆମେରିକୀୟ କମାଣ୍ଡରଙ୍କ ସମେତ ୩୫ ପୋଲିସ କର୍ମଚାରୀ ନିହତ ହୋଇଥିବାବେଳେ...

ପାକିସ୍ତାନରେ ୧୩ ବର୍ଷର ହିନ୍ଦୁ ଯୁବତୀଙ୍କୁ ମଦ ପିଆଇ ବଳାତ୍କାର

ଇସଲାମାବାଦ,୯।୬: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ୧୩ ବର୍ଷ ବୟସ ଯୁବତୀଙ୍କୁ ଜୋର ଜବରଦସ୍ତ ମଦ ପିଆଇ ବଳାତ୍କାର କରିଥିବା ଅଭିଯୋଗ ସାମ୍ନାକୁ ଆସିଛି। ଡନ୍‌...

କୋକେନ୍‌ ପାଇଁ ମଝି ଆକଶରେ ମୃତ୍ୟୁ

ମେକ୍ସିକୋ ସିଟି,୨୮।୫: ଜାପାନର ଜଣେ ୪୨ ବର୍ଷୀୟ ଯୁବକ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରେ ୨୪୬ ପ୍ୟାକେଟ କୋକେନ୍‌ ନେଇ ବିମାନ ଯାତ୍ରା କରୁଥିବା ବେଳେ...

ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ...

ସୌରମଣ୍ଡଳ ବାହାର ଉପଗ୍ରହରେ ଜଳ

ଲଣ୍ଡନ,୮ା୬(ପି.ଟି.): ଆମ ସୌରମଣ୍ଡଳ ବାହାରେ ଗ୍ରହ ଚାରିପାଖେ ଘୂରିବୁଲୁଥିବା ଉପଗ୍ରହ(ଚନ୍ଦ୍ର)ରେ ଜଳ ତରଳ ଅବସ୍ଥାରେ ଥାଇପାରେ। ଏଥିପାଇଁ ପୃଥିବୀ ବାହାରେ ଜୀବନ ତିଷ୍ଠିବା ସମ୍ଭବପର ବୋଲି...

ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ଚାଲିଥିବା ଏସସିଓ ସମ୍ମିଳନୀରେ ଭାଗ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି...

ମୃତକଙ୍କ ମଧ୍ୟରେ ୩ ଭାରତୀୟ

ନୂଆଦିଲ୍ଲୀ,୨୨ା୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ସିରିଜ ବିସ୍ଫୋରଣରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୩ ଜଣ ଭାରତୀୟ ଅଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ସୁଷମା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *