ପରଜଙ୍ଗରେ ବିଭୂତି ପ୍ରଧାନ ୧୩୨୦ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୮ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୨,୯୭୦ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୧,୬୫୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୩୬୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୩୨୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୬- ଅନୁଗୋଳ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସ କୋର୍ଟ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି...

ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ...

ମଇମୁରା ଜଙ୍ଗଲରେ ମାଫିଆଙ୍କ ଆଖି

ବଇଣ୍ଡା, ୯।୬(ଡି.ଏନ.ଏ.) – ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜର ମଇମୁରା ଗ୍ରାମ ଜଙ୍ଗଲରେ ଏବେ କାଠ ଚୋରଙ୍କ ନଜର। ପ୍ରତିଦିନ ଏଠାରୁ ଚୋରାରେ କାଠ ଚାଲାଣ...

ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା...

ହିନ୍ଦୋଳରେ ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ ହୋଇଛନ୍ତି। ତାଙ୍କୁ ୧୦୮୯୧ ଖଣ୍ଡ ଭୋଟ ମିଳିଛି। ତାଙ୍କ...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ ସଂଯୋଗୀ...

ମହୀଧରପୁର ସାପ୍ତାହିକ ହାଟ : ଛାଇ ନାହିଁ କି ନିର୍ମାଣ ହେଉନି ପିଣ୍ଡି

ବଅଁରପାଳ, ୧୩।୬ (ଡି.ଏନ୍‌.ଏ) – ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ମହୀଧରପୁରର ସାପ୍ତାହିକ ହାଟ। ବର୍ଷକୁ ଲକ୍ଷାଧିକ ଟଙ୍କା ଆୟ ସତ୍ତ୍ୱେ ସୁଧୁରିପାରୁନି...


selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *