ବିଧାନସଭା ନିର୍ବାଚନ ଫଳ: ପ୍ରଥମ ବିଜୟୀ ହେଲେ ନବରଙ୍ଗପୁରର ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-
ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଗୌରୀ ଶଙ୍କର ମାଝିଙ୍କୁ ୭୦୫୨ ଭୋଟରେ ହରାଇଛନ୍ତି ପ୍ରଧାନୀ। ତୃତୀୟ ସ୍ଥାନରେ ରହିଛି କଂଗ୍ରେସ। ଗଣତିରେ ମୋଟ ୧,୮୭,୩୮୪ ଭୋଟିଂ ମଧ୍ୟରୁ ସଦାଶିବ ପ୍ରଧାନୀଙ୍କୁ ୬୪,୮୩୭, ଭାଜପାର ଗୌରୀଶଙ୍କର ମାଝିଙ୍କୁ ୫୭,୭୫୮, କଂଗ୍ରେସର ସଦନ ନାୟକଙ୍କୁ ୫୪,୯୦୭ ଏବଂ ସ୍ବାଧୀନ ପ୍ରାର୍ଥୀ ବେଦବ୍ୟାସ ଭତରାଙ୍କୁ ୫,୯୪୬ ଭୋଟ ମିଳିଛି। ୩,୯୩୬ଟି ଭୋଟ ନୋଟାକୁ ଯାଇଛି।


All Right Reserved By

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି...

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି,...

ଅସ୍ଥାୟୀ ମଣ୍ଡିରେ ପଡ଼ିଛି ରବିଧାନ, କାଳବୈଶାଖୀକୁ ଡର

କୁନ୍ଦୁରା,୩୧ା୫(ଡି.ଏନ୍‌.ଏ.)- ରବିଋତୁରେ କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବର୍ତ୍ତମାନ ୭୦ ପ୍ରତିଶତ ଧାନ ଅମଳ ହୋଇସାରିଛି। ଆଗକୁ ବର୍ଷା ଆଶଙ୍କାରେ ଚାଷୀମାନେ ଅମଳ ଧାନକୁ ଅସ୍ଥାୟୀ...

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ...

ରାଜଧାନୀରେ ଏସ୍‌ଏଚ୍‌ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି...

ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ...

୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ...

ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *