ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ ୧୪ହଜାର ୫୯ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ମନୋରଞ୍ଜନଙ୍କୁ ୧୧ହଜାର ୩୭୬ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ସୁବାସ ରାଉତ ମାତ୍ର ୮୬୮ ଖଣ୍ଡ ଭୋଟ ପାଇ ବହୁ ପଛରେ ରହିଯାଇଛନ୍ତି।


All Right Reserved By

ବାଲିକୁଦାରେ ବହୁ ପଛରେ ଦାମ

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବାଲିକୁଦା ବିଧାନସଭା ନିର୍ବାଚନମଣ୍ଡଳୀରେ ବରିଷ୍ଠ ନେତା ତଥା ଭାଜପା ପ୍ରାର୍ଥୀ ଡା. ଦାମୋଦର ରାଉତ ପ୍ରଥମ ପର୍ଯ୍ୟାୟ...

ଅନିଶ୍ଚିତତାରେ ପୌର ନିର୍ବାଚନ: ସମସ୍ୟାରେ ଘାଣ୍ଟି ହେଉଛନ୍ତି ସହରବାସୀ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ୍‌, ୬ା୬: ବାତ୍ୟା ଫନୀକୁ ମାସେ ବିତିଗଲାଣି। ବ୍ୟାପକ କ୍ଷତି ଘଟାଇଥିବା ପୁରୀ, କଟକ, ଖୋର୍ଦ୍ଧା ଜିଲାର ପୌର ସଂସ୍ଥାଗୁଡିକରେ ବାସ...

ବଲାଙ୍ଗୀରରେ ସଙ୍ଗୀତା ସିଂହ ଦେଓ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ପ୍ରଥମ ରାଉଣ୍ଡରେ ଭାଜପାର ସଙ୍ଗୀତା ସିଂହ ଦେଓ ୨୫୬୭ ଭୋଟରେ ଆଗୁଆ ଅଛନ୍ତି। ବିଜେଡିର କଳିକେଶ ନାରାୟଣ ସିଂହ ଦେଓ ୧୧୧୨ଭୋଟ ପାଇଛନ୍ତି।...

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ...

ଇଭିଏମ୍‌ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର

ଯାଜପୁରରୋଡ୍‌,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍‌ ବିବି(୨୨) ଭୋଟ ଦେବା ପାଇଁ...

ବ୍ଲେଡରେ ଦାଦା ଗଳା କାଟିଲା ପୁତୁରା

ବ୍ରହ୍ମପୁର ଅଫିସ,୮ା୬- ପୋଲସରା ଥାନା ଚିରିକିପଡ଼ାଶାସନ ପଞ୍ଚାୟତ ବିରିପୁର ଗ୍ରାମରେ ଶୁକ୍ରବାର ରାତିରେ ପୁତୁରା ଆକ୍ରମଣରେ ଦାଦା ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ବିରିପୁର...

ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ନିଆଁ ଲାଗିଲା: ୨ ଭଉଣୀ ମୃତ, ମା’ ଭାଇ ଆହତ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୦ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗଁାରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଶର୍ଟ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଅଭିଯୁକ୍ତ ଗିରଫ

ରୂପ୍‌ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *