Posted inଜାତୀୟ

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ରେ ଆଗୁଆ ଥିବାବେଳେ ତୃଣମୂଳ କଂଗ୍ରେସ ୨୪ ଆସନରେ ଆଗୁଆ ଅଛି। ୨୦୧୪ରେ ଏଠାରେ ତୃଣମୂଳ ୩୫ ଆସନ ଦଖଲ କରିଥିଲା।


All Right Reserved By

ରାଫାଲ ଅଫିସରେ ଚୋରି

ପ୍ୟାରିସ୍‌/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ...

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ...

ପ୍ରଧାନମନ୍ତ୍ରୀ କେବଳ ମିଛ କହୁଛନ୍ତି: ରାହୁଲ

ଓ୍ବାୟାନାଡ୍‌,୧୮ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ନିର୍ବାଚନ ମଣ୍ଡଳୀର କେରଳର ଓ୍ବାୟାନାଡ୍‌ ଯାଇ ବୁଧବାର ତିନୋଟି ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ...

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ...

ଆଲିଗଡ ବଳାତ୍କାର ଘଟଣାରେ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ: ପ୍ରିୟଙ୍କା

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାରେ ରାଜନୀତି ଜୋର ଧରିଛି। ଦେଶର ବଡ ବଡ...

ନାତୁଣୀକୁ ବଞ୍ଚାଇବାକୁ ଯାଇ ଜେଜେ ମା’-ବାପା ଟ୍ରେନରେ କଟିଗଲେ

ପାଟନା, ୨୯।୫: ବିହାରର ଆରା ରେଳ ଷ୍ଟେଶନରେ ଏକ ଅଭାବନୀୟ ଘଟଣା ଘଟିଛି। ନାତୁଣୀକୁ ବଞ୍ଚାଇବାକୁ ଯାଇ ଟ୍ରେନରେ କଟିଯାଇଛନ୍ତି ଜେଜେ ମା’-ବାପା। ସୂଚନାଯୋଗ୍ୟ, ଭୋଜପୁରର...

ଛାଡ଼ପତ୍ରର ୧୦ ମାସ ପରେ ଜନ୍ମ ହେଲା ପୁତ୍ର: ଡିଏନ୍‌ଏ ଟେଷ୍ଟ ପରେ ପୁଣି ବିବାହ କଲେ ମାତାପିତା

ଝଜ୍ଜର,୨।୬: ଛାଡ଼ପତ୍ର ହୋଇଥିବା ଦମ୍ପତିଙ୍କର ପୁଣି ଥରେ ବିବାହ କରାଇଛି ନବଜାତ ଶିଶୁପୁତ୍ର। ଏଭଳି ଏକ ରୋଚକ ଘଟଣା ହରିୟାଣାର ଝଜ୍ଜରରେ ଘଟିଛି। ଏଠାରେ ୪ବର୍ଷ...

ଲୋକ ସଭା ନିର୍ବାଚନର ଶେଷ ପ୍ରଚାରରେ ମୋଦି କହିଲେ ଏଥର ଭାଜପାକୁ ମିଳିବ ୩ଶହରୁ ଊର୍ଦ୍ଧ୍ୱ ଆସନ

ଖରଗୋନ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଦେଶର ଖରଗୋନରେ ୨୦୧୯ର ଶେଷ ଲୋକ ସଭା ନିର୍ବାଚନର ପ୍ରଚାର କରିଛନ୍ତି। ଏଠାରେ ସେ କଂଗ୍ରେସ ଉପରେ ଖୁବ୍‌...


selfi corner

 

Model This Week

Why Dharitri

Leave a comment

Your email address will not be published. Required fields are marked *