ଅପରାଧ

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ପାଖରୁ ୩ କି.ଗ୍ରା. ୬୦୦ ଗ୍ରାମ୍‌...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ ୩ ଦୁର୍ବୃତ୍ତ ପାଚେରି ଡେଇଁ ପଶିବା ସହ ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ଘଟଗାଁ ଥାନା ଅନ୍ତର୍ଗତ ଧୋବାପିଟଣା ଗ୍ରାମର ଅଭିଯୁକ୍ତ ପିଣ୍ଟୁ ମୁଣ୍ତା(୨୪)ଙ୍କୁ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସମସ୍ତ ଗିରଫ ବ୍ୟକ୍ତିଙ୍କ ନାମରେ ଜାମିନ ବିହିନ...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ ନିକଟରୁ ୭.୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। ଗିରଫ ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ।...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ବାଦାମବାଡ଼ି ଓ ମାଲଗୋଦାମ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଅଭିଯୋଗ ଆଧାରରେ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri