ନିର୍ବାଚନ

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଚାହିଁବେ ସେମାନେ ଅନ୍‌ଲାଇନ ଜରିଆରେ ନିଜର ଆବେଦନପତ୍ର ଦାଖଲ କରିପାରିବେ। ଏ ସମ୍ପର୍କିତ...

୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୭୦ ଆସନରେ ଆଗୁଆ ରହିଛି। ଏହି ପରିପ୍ରେକ୍ଷୀରେ ରାଜସ୍ଥାନର ଭାଜପା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସକାଳ ୯ଟା ସୁଦ୍ଧା...

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିବ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା...

ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ । ୨୨୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ପାଇଁ ରାଜ୍ୟରେ...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ ଏହି...

ଲଗାତର ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ

ପାଣାଜୀ,୨୮।୩: ଗୋଆର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ରାଜଧାନୀ ପାଣାଜୀସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ...

ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି) ଏବେ ବିଧାନ ପରିଷଦ ପାଇଁ ଅଣ୍ଟା ଭିଡିଛି। ପୂର୍ବରୁ ବିଧାନ ପରିଷଦ ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା...

କଂଗ୍ରେସର ୯୭ ପ୍ରତିଶତ-ବିଏସ୍‌ପିର ୭୨ ପ୍ରତିଶତ ପ୍ରାର୍ଥୀ ଅମାନତ ହରାଇଲେ…

ଲକ୍ଷ୍ନୌ, ୧୨।୩ : ଉତ୍ତରପ୍ରଦେଶରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି, ସମାଜବାଦୀ ପାର୍ଟି ଏହାକୁ ପ୍ରତ୍ୟେକ ଆସନରେ କଡ଼ା ମୁକାବିଲା କରିଛି। କିନ୍ତୁ ଦୀର୍ଘ ଦିନ ଧରି ଉତ୍ତରପ୍ରଦେଶର ରାଜନୀତିକୁ ଫେରିବାକୁ ଚେଷ୍ଟା କରୁଥିବା...

ଇଭିଏମ୍‌, ବାଲଟରେ ମଧ୍ୟ କେଶବ ପଛରେ

ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ନିଜ ଗଡ଼ରେ ହିଁ ପରାଜୟର ସାମ୍ନା କରିବାକୁ ପଡ଼ିଛି।...

ହୋଲି ପରେ ଶପଥ ଗ୍ରହଣ

ଲକ୍ଷ୍ନୌ,୧୨ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁମତରେ ବିଜୟ ଲାଭ କରିଛି । ଏହାସହ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ ଆଦିତ୍ୟନାଥ ଏହାକୁ ନେଇ କିଛି ରେକର୍ଡ କରିଛନ୍ତି । ୩୭ ବର୍ଷ...

ବିଧାୟକ ପଦରୁ ଇସ୍ତଫା ଦେଇପାରନ୍ତି ଅଖିଳେଶ-ଆଜମ

ଲକ୍ଷ୍ନୌ,୧୨।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତ ସହ ସଂଖ୍ୟାଗରିଷ୍ଠତାରେ ଭାଜପା ଐତିହାସିକ ବିଜୟ ଲାଭ କରିଛି। ପୁଣି ଥରେ ରାଜ୍ୟରେ ସରକାର ଗଢ଼ିବ ଭାଜପା। କିନ୍ତୁ ସମାଜବାଦୀ ପାର୍ଟି(ଏସ୍‌ପି)ର ମୁୁଖ୍ୟ ଅଖିଳେଶ ଯାଦବଙ୍କୁ କ୍ଷମତାକୁ ଫେରିବା ପାଇଁ...

Advertisement
Business Eminence Awards 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri