ସମ୍ବଲପୁର

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍‌ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର...

କାଳବୈଶାଖି ତାଣ୍ଡବ: ଝଡତୋଫାନ ସାଙ୍ଗକୁ କୁଆପଥର ମାଡ଼

କୁଚିଣ୍ଡା,୧୭।୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡତୋଫାନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଏଥିଯୋଗୁ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ଫଳରେ ଋଣକରଜ କରି ପନିପରିବା ଓ ଡାଳୁଅଧାନ ଚାଷ କରିଥିବା ଚାଷୀ...

କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ...

ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…

ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ...

ମୋବାଇଲ ପାଇଁ କବାଡ଼ିଆଙ୍କୁ ହତ୍ୟା

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର)ସାମାନ୍ୟ ଏକ ମୋବାଇଲ ପାଇଁ ଜଣେ କବାଡ଼ିଆବାଲାଙ୍କୁ ହତ୍ୟା କରାଯିବା ଘଟଣା ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ କତରବଗା ଥାନା ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ପୋଲିସ ବୁଧବାର ଏକ ଜଙ୍ଗଲ ମଧ୍ୟରୁ ହତ୍ୟାର ଶିକାର ହୋଇଥିବା ଯୁବକଙ୍କ...

ମଙ୍ଗଳବାର ହାଟରେ ମିଳିବ ଜୈବିକ ଉତ୍ପାଦିତ ପରିବା

ସମ୍ବଲପୁର,୧୨ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଧୀନ ପଡ଼ିଆବାହାଲ ସାପ୍ତାହିକ ହାଟରେ ଏଣିକି ମିଶନଶକ୍ତି ମହିଳାଙ୍କ ଦ୍ୱାରା ଉତ୍ପାଦିତ ପନିପରିବା ମିଳିବ। ଏଥିପାଇଁ ମଙ୍ଗଳବାର ଏକ ସ୍ବତନ୍ତ୍ର ବଜାରକୁ ବାହାମ ସରପଞ୍ଚ ସରସ୍ବତୀ ଭୋସାଗର ଆନୁଷ୍ଠାନିକ...

ଜଙ୍ଗଲ ଜମି ଅଧିକାର ସଂଯୋଜିକାଙ୍କୁ ମାଡ଼ିବସିଲା ଭିଜିଲାନ୍ସ

କୁଚିଣ୍ଡା,୧୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଜିଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ଜଙ୍ଗଲ ଜମି ଅଧିକାର ବିଭାଗ ସଂଯୋଜିକା ନିଗତ ପରବିନ୍‌ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ଜଙ୍ଗଲ ଜମି ପଟ୍ଟା ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କର ଅନୁକମ୍ପା ମୂଳକ ସହାୟତା...

ମୃତ୍ୟୁ ପରେ ସ୍ବର୍ଗଦ୍ୱାରରେ ସାହାରା ଶେଷବନ୍ଧୁ

ସମ୍ବଲପୁର,୧୦।୩(ଭବାନୀ ଶଙ୍କର ଭୋଇ): ଆତ୍ମୀୟସ୍ବଜନଙ୍କ ମୃତ୍ୟୁ ପରେ ପରିବାର ଲୋକେ ଶବ ସତ୍କାର ପାଇଁ ସମ୍ବଲପୁର ଦୁର୍ଗାପାଲିସ୍ଥିତ ସ୍ବର୍ଗଦ୍ୱାରରେ ପହଞ୍ଚି କାଠ, କିରୋସିନ ସହ ରୀତିନୀତି ପାଳନ ପାଇଁ ପୁରୋହିତ ଆଦି ଖୋଜିବାରେ ହଇରାଣ ହେଉଥିବା ଏକ ସାଧାରଣ ଘଟଣା।...

ସମ୍ବଲପୁର ଭାଜପାରେ ବଢ଼ୁଛି କନ୍ଦଳ

ସମ୍ବଲପୁର,୮ା୩(ପ୍ରମୋଦ ବହିଦାର):ଭାଜପା ଗଡ଼ ଭାବେ ପରିଚିତ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏବେ ଅନ୍ତଃକନ୍ଦଳ ପଦାକୁ ଆସିଛି। ଦୁଇ ପ୍ରଭାରୀଙ୍କ ଉପସ୍ଥିତିରେ ବୁଧବାର ରାତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅପ୍ରତ୍ୟାଶିତ ଭାବେ ଏଭଳି ଏକ ସ୍ଥିତି ସୃଷ୍ଟି ହୋଇଥିବା ବିଷୟ ଗୁରୁବାର...

୩୦ବର୍ଷ ଦେଶ ସେବା କରି ଜନ୍ମମାଟିକୁ ଫେରିଲେ ସୈନିକ

କୋଲାବିରା,୫ା୩(ଚିନ୍ମୟ କୁମାର ବହିଦାର): ୩୦ବର୍ଷ ଧରି ଜଣେ ସୈନିକ ଭାବେ ଦେଶମାତୃକାର ସେବାରେ ନିଜକୁ ନିୟୋଜିତ କରି କୋଲାବିରା ବ୍ଲକ ସନ୍ୟାସିପାଲି ଗ୍ରାମର ଛବିଳ କୁମାର ବାଗ୍‌ ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି। ସୁବେଦାର ବାଗ୍‌ ଶ୍ରୀନଗରରୁ ଫେରିବା ପରେ ଦୁଲଦୁଲି...

ସାଇକେଲରେ ୨୦ ହଜାର କିଲୋମିଟର ଯାତ୍ରା କରି ଦେଢବର୍ଷ ପରେ ଫେରିଲେ

ସମ୍ବଲପୁର, ୪।୩ (ଭବାନୀଶଙ୍କର ଭୋଇ): ପରିବେଶ ସଚେତନତା ଲକ୍ଷ୍ୟ ରଖି ଦେଢବର୍ଷ ତଳେ ବରଗଡ ନୂଆଗଡରୁ ବାହାରିଥିବା ନନ୍ଦିଘୋଷ ଖମାରୀ ଏହା ଭିତରେ ୨୦ ହଜାର କିଲୋମିଟର ସାଇକେଲରେ ଯାତ୍ରା କରି ସାରିଛନ୍ତି। ତାଙ୍କର ସାଇକେଲ ଯାତ୍ରା ଭିତରେ ସେ...

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଭାବନୀୟ ଘଟଣା: ଡାକ୍ତର-କର୍ମଚାରୀ ମାରପିଟ

ସମ୍ବଲପୁର,୩ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟର ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା କ୍ରମରେ ଦୁଇଜଣ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏ ନେଇ ଉଭୟ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ପୃଥକ୍‌...

Advertisement
Business Eminence Awards 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri