ଗଞ୍ଜାମ

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ ଦଳ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ଖୁଣ୍ଟଗୁଡ଼ିକ ପଡ଼ି ରାସ୍ତା ଅବରୋଧ ହୋଇଛି। ରଥସାହିଛକ, କଲେଜଛକ, କାଳୀମନ୍ଦିର...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଛି। ଏହି ଶେଷ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି। ହିଞ୍ଜିଳିକାଟୁ ସହରରେ ଗତ ଶନିବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷରେ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ।...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଉଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ତାର ସଂସ୍ପର୍ଶରେ ଆସି ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri