ରାୟଗଡା

ମା’ ମଝିଘରିଆଣୀ ହୁଣ୍ଡି ଟଙ୍କା ଗଣତି ଶେଷ: ବାହାରିଲା ୮୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ରାୟଗଡ଼ା,୧୮।୩(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଟଙ୍କା ଗଣତି ସୋମବାର ଶେଷ ହୋଇଛି। ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା ପୂର୍ବରୁ ମନ୍ଦିରରେ ଥିବା ୯ଟି ଦାନ ହୁଣ୍ଡି ଖୋଲାଯାଇଥିଲା। ଗଣତି ପରେ ହୁଣ୍ଡିରୁ...

ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଗଣତି ଆରମ୍ଭ

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ସୋମବାର ଖୋଲାଯାଇଛି। ଏହି ଗଣତିରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କର କର୍ମଚାରୀଙ୍କ ସମେତ ମଝିଘରିଆଣୀ ମନ୍ଦିର ମହିଳା କର୍ମଚାରୀ, ଭେଙ୍କେଟେଶ୍ୱର ମନ୍ଦିରର ମହିଳା ଓ ଅନ୍ୟମାନେ...

ହାର୍ଡଓ୍ବୟାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ରାୟଗଡ଼ା,୧୬ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନ୍ୟୁ କଲୋନୀସ୍ଥିତ ଫେୟାର ଡିଲ୍‌ କର୍ପୋରେଶନ ଦୋକାନରେ ଶନିବାର ଜିଏସ୍‌ଟି ଚଢ଼ାଉ ହୋଇଛି। ରାୟଗଡ଼ାସ୍ଥିତ ଜିଏସ୍‌ଟି ଏନଫୋର୍ସମେଣ୍ଟ ଡେପୁଟି କମିଶନର ତୋଫାନ ବେମାଲଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଟିକସ ଫାଙ୍କିବା ଅଭିଯୋଗରେ...

ଭାଜପା ଆଶାୟୀଙ୍କ ସହ ଯୋଡ଼ିହେଲେ ତ୍ରିନାଥ

ରାୟଗଡ଼ା/ଗୁଣପୁର,୧୬।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରର ପୂର୍ବତନ ବିଧାୟକ ତ୍ରିନାଥ ଗମାଙ୍ଗ ବିଜେଡି ଛାଡ଼ି ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି ା ଭୁବନେଶ୍ୱରଠାରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟାନ୍ୟ...

ପ୍ରମୁଖ ଦଳ ଆଶାୟୀଙ୍କ ମେଣ୍ଟ ମନ୍ତବ୍ୟ, ଟିକେଟ ମିଳିଲେ କ’ଣ କରିବେ?

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀମାନେ ଲୋକ ସଭା ଓ ବିଧାନସଭା ଆସନରେ ପ୍ରାର୍ଥୀ ହେବା ପାଇଁ ଦଳୀୟ ଶୀର୍ଷ ନେତୃତ୍ୱଙ୍କ ଠାରେ ଲବି ଚଳାଇଛନ୍ତି। ଯଦି ବିଜେଡିି ଓ...

ମାତ୍ର ୫ ଟଙ୍କା ବକେୟା ନାଁରେ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ

ରାୟଗଡ଼ା,୧୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଉପଭୋକ୍ତାଙ୍କ ବିନା କୌଣସି ବକେୟାରେ ଟାଟା ପାୱାର ମନଇଚ୍ଛା ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରୁଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଗ୍ରାହକ ସେବା କେନ୍ଦ୍ରକୁ ପଚାରିଲେ ୫ ଟଙ୍କା ୮୬...

ରାଜପଥ କଡ଼ରୁ ମିଳିଲା ନରକଙ୍କାଳ

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଥାନା ଅଧୀନ ସାଙ୍କେଶ ଗାଁ ନିକଟରୁ ପୋଲିସ ଏକ ନରକଙ୍କାଳ ଜବତ କରିଛି। ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ନରକଙ୍କାଳ ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ପୋଲିସ ଏବଂ ସାଇଣ୍ଡିଫିକ...

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ସଫଳ ମହିଳା ରୀତାରାଣୀ

ରାୟଗଡ଼ା,୮।୩ (ଭାଗ୍ୟଶ୍ରୀ ମିଶ୍ର): ନାରୀମାନେ ଏବେ ସବୁ କ୍ଷେତ୍ରରେ ସଫଳ। ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ଆଗରେ। ନାରୀମାନେ ନିଜେ ଆଗକୁ ବଢ଼ିବା ସହ ଅନ୍ୟମାନଙ୍କୁ ମଧ୍ୟ ରାସ୍ତା ଦେଖାଇଥାଆନ୍ତି, ଯାହା ରାୟଗଡ଼ା ଜିଲା ଗୌତମନଗରରେ ରହୁଥିବା ରୀତାରାଣୀ ମିଶ୍ରଙ୍କୁ ଦେଖିଲେ...

ଜଗନ୍ନାଥଙ୍କୁ ଜଗନ୍ନାଥ ଅଡ଼ୁଆ

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ରାଜନୀତି ଦୁଇ ଜଗନ୍ନାଥଙ୍କୁ ନେଇ ଚଳଚଞ୍ଚଳ ହୋଇଯାଇଛି। ଜଣେ ଜଗନ୍ନାଥ ସାରକା ଓ ଆଉ ଜଣେ ଜଗନ୍ନାଥ ନୁଣ୍ଡୃକା। ଉଭୟ ବିଜେଡିରେ ରହିଆସିଥିବା ବେଳେ ଶୁକ୍ରବାର ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରରେ ବିଧିବଦ୍ଧ...

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ...

ନାଗାବଳୀ ନଦୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁ ଅବଦୁଲ(୧୨) ଏବଂ ହେମାଦେଇ ସୁନା(୯)। ଉଭୟେ ସାନଚାନ୍ଦିଲି...

ନଡ଼ିଆ ବୋଝେଇ ଟ୍ରକ୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ

ପଦ୍ମପୁର,୨୯।୨(ପ୍ରଶାନ୍ତ କୁମାର କର)- ନଡ଼ିଆ ବୋଝେଇ ଟ୍ରକ୍‌ରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଖବରପାଇ ପଦ୍ମପୁର ପୋଲିସ ଗାଡି ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ପୋଲିସ ଗାଡ଼ିରୁ ୧୩୬୫ କେଜି ଗଞ୍ଜେଇ ସହ...

Advertisement
Business Eminence Awards 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri