ଜାତୀୟ

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି ବଢ଼ି ଚାଲିଛି। ତେବେ ଏହି ପ୍ରସଙ୍ଗକୁ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ ଡାଟା ଓ ଆନାଲିଟିକ୍ସ କମ୍ପାନୀ ‘କଣ୍ଟର’ ଦ୍ୱାରା ଏହି ଅଧ୍ୟୟନ ପ୍ରକାଶ କରାଯାଇଛି।...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ, ତାଙ୍କ ସ୍ବାମୀ କୋମ୍ପେଲା ବିଶ୍ୱନାଥ ଓ ତାଙ୍କର ୩ ସନ୍ତାନଙ୍କ ମୋଟ ୧୬୫.୪୬...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି। ଏନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିବୃତି ଜାରି ହୋଇଛି। ସେହିପରି ଗୁରୁବାର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଣେ ମହିଳାଙ୍କୁ ତାଙ୍କ ହଜିଥିବା ସୁନା ପାଇଁ ସର୍ବୋଚ୍ଚ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ ବରୁଣ ଚୌଧୁରୀ, ହିସାରରୁ ଜୟ ପ୍ରକାଶ, କରନାଲରୁ ଦିବ୍ୟାଂସୁ ବୁଦ୍ଧିରାଜ, ସୋନିପତରୁ ସତ୍ୟପାଲ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ ପାରେ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା ବର୍ତ୍ତମାନର ମେୟର ତଥା ଡେପୁଟି...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ ହେଉଛି, ମେୟର ନିର୍ବାଚନ ପରିଚାଳନା ପାଇଁ ପ୍ରିଜାଇଡିଂ ଅଫିସର ଏପର୍ଯ୍ୟନ୍ତ ନିଯୁକ୍ତ ହୋଇନାହାଁନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଭାଜପାରୁ ଓମ୍‌ ବିର୍ଲା ଏବଂ ହେମା ମାଳିନୀଙ୍କ ସମେତ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ ହୋଇଥିଲା । ରିପୋର୍ଟ ଆସିବା ପରେ ଯେଉଁମାନେ ଅଣ୍ଡା ଏବଂ ଚିକେନ ଖାଉଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri