ମେଟ୍ରୋ

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ। ତିନି ରାଜନୈତିକ ଦଳଙ୍କ ପ୍ରାର୍ଥୀ ତାଲିକାରେ ଏପରି ପ୍ରସ୍ତୁତ କରୁଛନ୍ତି ଯେପରି ଯୁବ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ ଅଦାଲତ ଦେଇଥିବା ଆଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି। ଏଡେନ୍‌ ଇନ୍‌ଫ୍ରା ପ୍ରୋଜେକ୍ଟ୍‌ସ୍‌ ପ୍ରାଇଭେଟ୍‌...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୪ ଡେଇଁଛି। ଆଜି ରାଜ୍ୟର ୧୦ଟି ସହର ତାପମାତ୍ରା ୪୩ ଉପରେ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍‌ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି ।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ ଆଚାର୍ଯ୍ୟ ବୋଲି ଜଣାପଡିଛି। ଘଟଣାକୁ ନେଇ ରହସ୍ୟ ସୃଷ୍ଟି ହୋଇଛି। ପ୍ରାରମ୍ଭିକ ରିପୋର୍ଟ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri