ସମ୍ପାଦକୀୟ

ପାଶ୍ଚାତ୍ୟର ଅଧୋଗତି

ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ୨ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ଆକ୍ରମଣ ଆରମ୍ଭହେବା ପରଠାରୁ ପାଶ୍ଚାତ୍ୟ ଯୁଦ୍ଧ ସ୍ଥିତିରେ ନିଜର କୌଣସି କ୍ଷତି ନ କରି ରୁଷିଆକୁ ଦଣ୍ଡିତ କରିବାର ଉପାୟ ଆପଣାଇଛି। ହେଲେ ଏଭଳି ପଦକ୍ଷେପ ପ୍ରାୟତଃ...

ନିର୍ବାଚନରେ ବାବୁ

ପ୍ରତି ଥର ନିର୍ବାଚନ ରଣାଙ୍ଗନରେ ହାକିମ ବାବୁମାନଙ୍କ ଗହଳି ଦେଖାଯାଏ। ରାଜନୀତିରେ ଲୋକମାନଙ୍କ ସହିତ ମିଶିବା ସହ ସାଧାରଣ ଜନତାଙ୍କୁ ପରଖି ସେମାନଙ୍କ ସେବା କରିବାର ଅପୂର୍ବ ସୁଯୋଗ ଓ ଆନନ୍ଦ ଏଥିରୁ ମିଳୁଥିବାରୁ ବହୁ ବରିଷ୍ଠ ପ୍ରଶାସନିକ ଓ...

ଭୋଟଦାନ ପ୍ରତି ଅନାଗ୍ରହ

ସାଧାରଣତଃ ପ୍ରତି ପାଞ୍ଚବର୍ଷରେ ଥରେ ଭୋଟଦାନ ଭାରତୀୟ ସମ୍ବିଧାନ ଅନୁଯାୟୀ ସ୍ଥିରୀକୃତ ହୋଇଛି। ବେଳେବେଳେ ବିଭିନ୍ନ କାରଣରୁ ଏହି ସମୟସୀମା ହ୍ରାସ ପାଇଥାଏ। ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସାମ୍ନା କରିବାକୁ ଯାଇ ସଂଖ୍ୟାଗରିଷ୍ଠତା ପ୍ରମାଣ ନ...

ଏଇ ଭାରତରେ

ହାଇଦ୍ରାବାଦର ଶ୍ରୀନିବାସ ରାଓ ମାଧବରାମ ପେସାରେ ଜଣେ ଡାକ୍ତର । କିନ୍ତୁ ତାଙ୍କ ନିଶା ହେଉଛି ଡ୍ରାଗନ ଚାଷ। ତେଲଙ୍ଗାନାର ସାଙ୍ଗାରେଡିରେ ଥିବା ତାଙ୍କର ୪୭ ଏକର ଫାର୍ମରେ ସେ ୪୫ ପ୍ରକାର ଡ୍ରାଗନ ଫ୍ରୁଟ୍ସ ଚାଷ କରୁଛନ୍ତି। ସମ୍ପୂର୍ଣ୍ଣ...

ଏଇ ଭାରତରେ

ମାନଗଙ୍ଗା ନଦୀକୁ ପୁନରୁଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ମହାରାଷ୍ଟ୍ର ସୋଲାପୁର ଜିଲାର ଭଜିନାଥ ଘୋଙ୍ଗାଡେ । ଏକ ଦଶନ୍ଧି ମଧ୍ୟରେ ଲୋକମାନଙ୍କୁ ଏକାଠି କରି ସେ ଏହି କାର୍ଯ୍ୟରେ ସଫଳତା ପାଇପାରିଛନ୍ତି। ଭଜିନାଥଙ୍କ ବୟସ ୭୭। ସେ କୃଷି...

ନିର୍ବାଚନ, ନେତା ଓ ଭୋଟର

ବିଚିତ୍ର ବିଶ୍ୱାଳ     ନିର୍ବାଚନର ଉଷ୍ମତା ସମଗ୍ର ଦେଶ ସମେତ ଆମ ରାଜ୍ୟ ରାଜନୀତିରେ ଅନୁଭବ ହେଉଛି। ସାରା ଦେଶ ଗଣତନ୍ତ୍ରର ମହାପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନିର୍ବାଚନରେ ଦେଶର ପ୍ରାୟ ୯୭ କୋଟି ଭୋଟର ୧୦.୫...

ଫ୍ୟାଟ୍‌ରୁ ଫିଟ୍‌

ଡା. ଜ୍ୟୋତିରଞ୍ଜନ ଚମ୍ପତିରାୟ   ପିଲାଙ୍କର ମେଦବହୁଳତା ସାଧାରଣତଃ ଦୁଇ ପ୍ରକାରର। ପ୍ରଥମତଃ ଜନ୍ମଜାତ ବା ଆନୁବଂଶିକ, ଦ୍ୱିତୀୟତଃ ଜୀବନଶୈଳୀ ଆଧାରିତ। ଜନ୍ମଜାତ ମେଦବହୁଳତାର କାରଣ ଆନୁବଂଶିକ ଜେନେଟିକ୍‌ ବା ହର୍ମୋନ୍‌ଗତ ତ୍ରୁଟି ହୋଇପାରେ। ଏଥିପାଇଁ ବିଧିବଦ୍ଧ ଡାକ୍ତରୀ ଚିକିତ୍ସା...

ଏଆଇର ଭବିଷ୍ୟତ

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଭଲ ଚାକିରି ପ୍ରତି ବିପଦ ସୃଷ୍ଟି କରିଛି, ଯାହା ଏକ ନୂଆ ସମସ୍ୟା ପରି ମନେହୁଏ। ବ୍ରିଟିଶ ଶିଳ୍ପ ବିପ୍ଳବକୁ ପ୍ରତ୍ୟକ୍ଷ ଭାବେ ଅନୁଧ୍ୟାନ କରିଥିବା ତଥା ଆଧୁନିକ ଅର୍ଥନୀତିର ପ୍ରତିଷ୍ଠାତା...

ଖୋଜିଲେ ଖୋଜିବେ

ଭାରତରେ ମାନବ ଅଧିକାର ଓ ନାଗରିକ ସ୍ବାଧୀନତା ଉପରେ ୟୁରୋପୀୟ ଦେଶ, କେତେକ ଅନ୍ତଃରାଷ୍ଟ୍ରୀୟ ସୂଚକାଙ୍କ ତଥା ଆମେରିକା ତୀକ୍ଷ୍‌ଣ ନଜର ରଖିଛନ୍ତି। ନିକଟରେ ୟୁନାଇଟେଡ୍‌ ଷ୍ଟେଟ୍‌ସ ଡିପାର୍ଟମେଣ୍ଟ ଅଫ୍‌ ଷ୍ଟେଟ୍‌ସ (ଆମେରିକା ପରରାଷ୍ଟ୍ର ବିଭାଗ) ଦ୍ୱାରା ପ୍ରକାଶିତ ୟୁଏସ୍‌...

ଦୁବାଇ ବନ୍ୟା ଓ ଜଳବାୟୁ

ଭୟଙ୍କର ମରୁଝଡ଼ ଓ ବନ୍ୟାର ପ୍ଲାବନରେ ସୌନ୍ଦର୍ଯ୍ୟମୟୀ ଦୁବାଇ ସହର ଏପ୍ରିଲ୧୬ରେ ନିମିଷକ ମଧ୍ୟରେ ଅନୁଭବ କଲା ଧ୍ବଂସର ତାଣ୍ଡବ। ନଭଶ୍ଚୁମ୍ବୀ ଅଟ୍ଟାଳିକା ଏବଂ ବିଳାସପୂର୍ଣ୍ଣ ଭିତ୍ତିଭୂମି ପାଇଁ ପ୍ରସିଦ୍ଧ ଏହି ସହର ଅପ୍ରତ୍ୟାଶିତ ଭାବେ ପ୍ରଚଣ୍ଡ ବର୍ଷାର ପ୍ରଭାବରେ...

ଏକ ଦିବ୍ୟ ପ୍ରତିଶ୍ରୁତିର ସ୍ମାରକୀ

ଦିବ୍ୟଜନନୀ ଶ୍ରୀମା ୨୯ ମାର୍ଚ୍ଚ, ୧୯୧୪ରେ ତପୋଭୂମି ପଣ୍ଡିଚେରୀରେ ପ୍ରଥମେ ପଦାର୍ପଣ କରି ସେହିଦିନ ଅପରାହ୍ନ ପ୍ରାୟ ୩.୩୦ ମିନିଟ୍‌ ସମୟରେ ତାଙ୍କର ଆରାଧ୍ୟ ତଥା ବହୁ ଆକାଂକ୍ଷିତ ପରମପ୍ରଭୁ ଋଷି ଶ୍ରୀଅରବିନ୍ଦଙ୍କୁ ଦର୍ଶନ କଲେ, ଇତିହାସର ବିଡମ୍ବନା ଯେ,...

ଏଇ ଭାରତରେ

ପୋଲିସ ଚାକିରିର ବ୍ୟବସ୍ଥା ଭିତରୁ ସମୟ ବାହାର କରି ଦିଲ୍ଲୀର କନ୍‌ଷ୍ଟେବଲ ଥାନ୍‌ ସିଂ ଗରିବ ପିଲାମାନଙ୍କୁ ମାଗଣାରେ ପଢାଉଛନ୍ତି। ପ୍ରଥମେ ସେ ଏଭଳି ୫ ଜଣ ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ଏବେ ସେ ୧୦୫ ଜଣ ପିଲାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri