ସରକାରୀ କର୍ମଚାରୀ ଯାଉଥିବା ବସ୍‌କୁ ଟାର୍ଗେଟ କଲେ ଆତଙ୍କବାଦୀ

କାବୁଲ,୨୭।୫: ଆଫଗାନୀସ୍ତାନର କାବୁଲ ସହର ଦେଇ ସରକାରୀ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଏହି ବସ୍‌କୁ ଟାର୍ଗେଟ କରି ସେମାନେ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ କରିଛନ୍ତି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସିହ୍ନୁଆ ନ୍ୟୁଜର ସୂଚନା ଅନୁଯାୟୀ, ମିନି ବସ୍‌ଟି ସୋମବାର ସକାଳ ପ୍ରାୟ ୭ଟା ୪୫ ମିନିଟ୍‌ ସମୟରେ ମିନିଷ୍ଟ୍ରି ଅଫ୍‌ ହଜ୍‌ ଆଣ୍ଡ ରିଲିଜିୟସ ଆଫେୟାର୍ସର କର୍ମଚାରୀଙ୍କୁ ନେଇ ଯାଉଥିବା ସମୟରେ ବିସ୍ଫୋରଣ ହୋଇଥିଲା। ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଘଟଣାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…

ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ...

ଥରିଲା ଗ୍ରୀସ୍‌

ଏଥେନ୍ସ,୨୯ା୩: ଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) ସ୍ଥାନୀୟ...

ଗୋଟିଏ ମଞ୍ଚରେ ଏକାଠି ହେଲେ ବର୍ତ୍ତମାନ-ପୂର୍ବତନ ରାଷ୍ଟ୍ରପତି, ବାଇଡେନଙ୍କୁ ସମର୍ଥନ କଲେ ଓବାମା-କ୍ଲିଣ୍ଟନ

ଓ୍ବାଶଇଂଟନ,୨୯।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ ଧନ ସଂଗ୍ରହ କାର୍ଯ୍ୟକ୍ରମରେ...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ମୋଦି-ବିଲ୍‌ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍‌ ସେବା

ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି,...

ବ୍ରିଜ୍‌ ଉପରୁ ତଳକୁ ଖସିଲା ବସ୍‌: ଚାଲିଗଲା ୪୫ ଜୀବନ

କେପଟାଉନ୍‌,୨୯।୩: ଦକ୍ଷିଣ ଆଫ୍ରିକାର ଏକ ବସ ବ୍ରିଜ୍‌ ଉପରୁ ତଳକୁ ଖସିପଡିଛି। ଅତି କମରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଆଠ ବର୍ଷର...

ଏହି କଥା ନେଇ ଭାବପ୍ରବଣ ହୋଇଗଲେ ବ୍ରିଟେନ ପ୍ରଧାନମନ୍ତ୍ରୀ: କହିଲେ, ମୋ ୨ ଝିଅ…

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାବପ୍ରବଣ ହୋଇପଡିଛନ୍ତି। ସୁନକ କହିଛନ୍ତି ଯେ, ମୋର ଦୁଇ ଝିଅ ଅଛନ୍ତି, କୃଷ୍ଣା (୧୨) ଏବଂ ଅନୁଷ୍କା (୧୧)...

ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri