ଏଫ୍‌ଡି ସୁଧ ହାରରେ ବୃଦ୍ଧି

ଭୁବନେଶ୍ୱର,୧୫ା୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବଜାଜ ଫିନ୍‌ସର୍ଭର ଅଗ୍ରଣୀ କମ୍ପାନୀ ବଜାଜ ଫାଇନାନ୍ସ ଲିମିଟେଡ୍‌ ପକ୍ଷରୁ ତା’ର ସମସ୍ତ ଅବଧିର ଫିକ୍ସଡ୍‌ ଡିପୋଜିଟ୍‌ (ଏଫ୍‌ଡି) ଉପରେ ସୁଧ ହାର ବୃଦ୍ଧି କରାଯାଇଛି, ଯାହା ୨୦୨୪ ଏପ୍ରିଲ୍‌ ୩ରୁ ଲାଗୁ ହୋଇଛି। ଏପରିକି ବରିଷ୍ଠ ନାଗରିକଙ୍କ ୨୫ରୁ ୩୫ ମାସିଆ ଏଫ୍‌ଡି ଉପରେ ସୁଧକୁ ୦.୬୦% ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ବେଳେ ୧୮ରୁ ୨୪ ମାସିଆ ଅବଧିର ଏଫ୍‌ଡି ସୁଧ ହାରରେ ୦.୪୦% ବୃଦ୍ଧି କରାଯାଇଛି।

ସେହିଭଳି ସୁଧ ହାରରେ ବୃଦ୍ଧି କରାଯାଇଥିବାରୁ ବର୍ତ୍ତମାନ ସଞ୍ଚୟକାରୀମାନେ ଅଧିକ ସଞ୍ଚୟ କରିପାରିବେ ଏବଂ ଉତ୍ତମ ରିଟର୍ନ ମଧ୍ୟ ପାଇପାରିବେ। ବିଶେଷ କରି ଡିଜିଟାଲ୍‌ ମାଧ୍ୟମରେ ବୁକିଂ କରି ୪୨ମାସିଆ ଅବଧି ଉପରେ ବରିଷ୍ଠ ନାଗରିକମାନେ ୮.୮୫% ପର୍ଯ୍ୟନ୍ତ ଏବଂ ଅନ୍ୟମାନେ ୮.୬୦% ପର୍ଯ୍ୟନ୍ତ ସୁଧ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri