Posted inଖେଳ

ପାକିସ୍ତାନ ବିଶ୍ୱର ପ୍ରଥମ ଟିମ୍‌

ନଟ୍ଟିଂହାମ, ୧୯।୫- ବିଶ୍ୱର ପ୍ରଥମ ଟିମ୍‌ ଭାବେ ପାକିସ୍ତାନ ଲଗାତର ୩ଟି ୫୦ ଓଭର ବିଶିଷ୍ଟ ମ୍ୟାଚ୍‌ରେ ୩୪୦ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ରନ କରିବାର ରେକର୍ଡ ସ୍ଥାପନ କରିଛି। ଏଠାରେ ଘରୋଇ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ୪ର୍ଥ ଦିନିକିଆ ମ୍ୟାଚ୍‌ ଅବସରରେ ପାକିସ୍ତାନ ଏହି କୀର୍ତ୍ତିମାନ କରିଛି। ତେବେ ଏହାର କିଛି ଘଣ୍ଟା ପରେ ଇଂଲଣ୍ଡ ବିଶ୍ୱର ୨ୟ ଦଳ ଭାବେ ଏହି ରେକର୍ଡର ଅଧିକାରୀ ହୋଇଛି। ବିଶାଳ ସ୍କୋର କରିଥିଲେ ମଧ୍ୟ ପାକିସ୍ତାନ ସିରିଜକୁ ଆଗୁଆ ୦-୩ରେ ହାରିସାରିଛି।
ଦେଶ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଥିଲା। ଏହାପରେ ୨ୟ ଦିନିକିଆରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୩୭୩/୩ ରନ କରିଥିବାବେଳେ ପାକିସ୍ତାନ ୩୬୧/୭ ରନରେ ଅଟକିଯାଇଥିଲା। ଦ୍ୱିତୀୟ ଦିନିକିଆରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ୍‌ରେ ୩୫୮ ରନ କରିଥିଲା। କିନ୍ତୁ ଘରୋଇ ଇଂଲଣ୍ଡ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଚତୁର୍ଥ ଦିନିକିଆରେ ମଧ୍ୟ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୭ ଉଇକେଟ୍‌ରେ ୩୪୦ ରନ କରିଥିଲା। ଓପନର ଜାସନ ରାଏଙ୍କ ଶତକ ବଳରେ ଇଂଲଣ୍ଡ ୩ ଉଇକେଟ୍‌ରେ ମ୍ୟାଚ୍‌ ଜିତି ସିରିଜ କବ୍‌ଜା କରିନେଇଥିଲା। ସିରିଜର ଅନ୍ତିମ ମ୍ୟାଚ୍‌ ରବିବାର ଲିଡ୍ସରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri