ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ ବାରିକ। କାଳିଆ କଟକସ୍ଥିତ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ ରହି ମିସ୍ତ୍ରି କାମ କରୁଥିଲେ। କଟକ ସ୍ପେଶାଲ ସ୍କ୍ବାଡ୍‌ ଗୁଜରାଟରୁ ତାଙ୍କୁ ଗିରଫ କରି ପୁରୀଘାଟ ଥାନାରେ ରଖି ପଚରାଉଚରା କରୁଛି।
ସୂଚନାଯୋଗ୍ୟ, କାଳିଆ ଅନୁଭବଙ୍କ ଫୋନ୍‌କୁ ହ୍ବାଟ୍ସଆପ୍‌ ମେସେଜ୍‌ କରି ୧୦ ଲକ୍ଷ ଟଙ୍କା ମାଗିଥିଲେ। ଟଙ୍କା ନ ଦେଲେ ସେ ତାଙ୍କୁ ଜୀବନରୁ ମାରିଦେବେ ବୋଲି ହତ୍ୟା ଧମକ ଦେଇଥିଲେ। ଏ ନେଇ ଗତମାସରେ ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନରେ ଭୟଭୀତ ହୋଇ ସେ ଗୁଜରାଟ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ।...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ...

ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦...

ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ...

କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ...

୪୫ରୁ ୫୫ କି.ମି. ବେଗରେ ବହିବ ପବନ, କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୩ (ଅନିଲଦାସ):ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri