ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫ ଦିନ ପରେ ଏକ ନାଳରୁ ପୋଲିସ ହରିଶ୍‌(୩୧)ଙ୍କ ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ସ୍ତ୍ରୀ, ପ୍ରେମିକ ଏବଂ ଅନ୍ୟ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ହରିଶ୍‌ଙ୍କ ସ୍ତ୍ରୀ ଶିବାନୀଙ୍କ ସମ୍ପର୍କ ଶିବୁ ନାମକ ଜଣେ ବ୍ୟକ୍ତିଙ୍କ ସହ ଥିଲା। ଏହାର ପ୍ରତିବାଦ କରିବାରୁ ହରିଶ୍‌ଙ୍କୁ ଜୀବନରୁ ପିଟିପିଟି ମାରିଦେଇଥିଲେ। ଏଥିରେ ଶିବାନୀଙ୍କୁ ସହାୟତା ଦେଇଥିଲେ ତାଙ୍କ ପ୍ରେମିକ ଏବଂ ଭିଣେଇ। ଘଟଣା ପରେ ହରିଶ୍‌ଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୋଲିସ ବହୁ ଖୋଜାଖୋଜି ପରେ ସ୍ଥାନୀୟ ଏକ ନାଳରୁ ହରିଶ୍‌ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ରାଜୀବ କୁମାର, ଯାଙ୍କୁ ଡିଜିପି ପଦରୁ ହଟାଇଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୯।୩:ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ ପଦରୁ ରାଜୀବ କୁମାରଙ୍କୁ ସୋମବାର ଅପରାହ୍ନରେ ନିର୍ବାଚନ କମିଶନ ହଟାଇବା ପରେ ଏହି ବରିଷ୍ଠ ପୋଲିସ ଅଧିକାରୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି।...

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେବେ ସଞ୍ଜୟ

ନୂଆଦିଲ୍ଲୀ,୧୮।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଆମ୍‌ ଆଦ୍‌ମୀ ପାର୍ଟି ନେତା ସଞ୍ଜୟ ସିଂ ମଙ୍ଗଳବାର ରାଜ୍ୟ ସଭା...

୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ଗିରଫ ହେଲେ ଡିଏସ୍‌ପି

ଗୁଆହାଟୀ,୧୮।୩: ଆସାମରେ ଜଣେ ନାବାଳିକା ଚାକରାଣୀଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଡିଏସ୍‌ପିଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଡିଏସ୍‌ପି କିରନ ନାଥ ଗୋଲାଘାଟ ଜିଲାର ଲଚିତ...

ବିହାରରେ ଏନ୍‌ଡିଏର ଆସନ ବୁଝାମଣା ଶେଷ: କେଉଁ ଦଳକୁ କେତେ ଆସନ…

ପାଟଣା,୧୮।୩: ବିହାରରେ ଭାଜପା ବଡ଼ଭାଇ ଭାବେ ନିର୍ବାଚନ ଲଢିବ। ସୋମବାର ଏନ୍‌ଡିଏ ମଧ୍ୟରେ ଆସନ ବୁଝାମଣା ହୋଇଯାଇଛି। ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକ ସଭା...

ଆଜମ ଖାନଙ୍କୁ ୭ ବର୍ଷ ଜେଲ୍‌, ୫ ଲକ୍ଷ ଟଙ୍କା ଜୋରିମନା

ଲକ୍ଷ୍ନୌ,୧୮।୩: ସମାଜବାଦୀ ପାର୍ଟି ନେତା ତଥା ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡୁଙ୍ଗରପୁର ମାମଲାରେ ରାମପୁରର ଏମ୍‌ପି-ବିଧାୟକ...

ଭାଜପାର ୩ୟ ତାଲିକାରେ ପୁରୁଖା ନେତାଙ୍କୁ ମିଳିବ ସୁଯୋଗ, କାହାର ହେବ କ୍ଷତି, କାହାକୁ ମିଳିବ ଫାଇଦା, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନ ଘୋଷଣା ହେବା ସହିତ ଭାରତୀୟ ଜନତା ପାର୍ଟି ଆକ୍ଟିଭ୍‌ ମୋଡରେ ଥିବା ଜଣାପଡିଛି। ଭାଜପା ଖୁବ୍‌ଶୀଘ୍ର ପ୍ରାର୍ଥୀଙ୍କ ତୃତୀୟ ତାଲିକା...

ଯିଏ ୪୨୦, ସିଏ ୪୦୦ ଆସନ ଜିତିବା କଥା କହୁଛନ୍ତି: ପ୍ରକାଶ ରାଜ

ନୂଆଦିଲ୍ଲୀ,୧୮।୩: ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍‌...

ମହମ୍ମଦ ମୋକିମଙ୍କୁ ବଡ଼ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୋମବାର ବଡ଼ ଆଶ୍ୱସ୍ତି ମିଳିଛି। ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମଙ୍କ ବିଜୟକୁ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri