Posted inଜାତୀୟ

ଦର୍ଶନ, ପବିତ୍ରା ଗୌଡ଼ାଙ୍କ ବିରୋଧରେ ଚାର୍ଜଫ୍ରେମ୍‌

ବେଙ୍ଗାଲୁରୁ,୪ା୧୧: ରେଣୁକାସ୍ବାମୀ ହତ୍ୟା ମାମଲାରେ ବେଙ୍ଗାଲୁରୁର ୬୪ତମ ସେସନ୍ସ କୋର୍ଟ ସୋମବାର କନ୍ନଡ଼ ଅଭିନେତା ଦର୍ଶନ ଓ ଅଭିନେତ୍ରୀ ପବିତ୍ରା ଗୌଡ଼ାଙ୍କ ସମେତ ୧୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍‌ କରିଛନ୍ତି। ହତ୍ୟା, ଆପରାଧିକ ଷଡ଼ଯନ୍ତ୍ର, ଅପହରଣ ଏବଂ ବେଆଇନ ଭାବେ ଏକାଠି ହେବା ଆଦି ଅଭିଯୋଗରେ ସେମାନଙ୍କୁ ଆନୁଷ୍ଠାନିକ ଭାବେ ଅଭିଯୁକ୍ତ କରାଯାଇଛି। ଅଭିଯୁକ୍ତମାନେ ନିଜକୁ ନିର୍ଦ୍ଦୋଷ ବୋଲି କହୁଥିବାବେଳେ ଆସନ୍ତା ୧୦ରୁ ଶୁଣାଣି ଆରମ୍ଭ ହେବ। ଦର୍ଶନଙ୍କ ପ୍ରଶଂସକ ଚିତ୍ରଦୁର୍ଗ ଅଞ୍ଚଳର ରେଣୁକାସ୍ବାମୀ(୩୩)ଙ୍କ ମୃତଦେହ ୨୦୨୪ ଜୁନ୍‌ ୯ରେ ଏକ ଡ୍ରେନ୍‌ ନିକଟରୁ ମିଳିଥିଲା। ଦର୍ଶନଙ୍କ ସହଯୋଗୀ ପବିତ୍ରା ଗୌଡ଼ାଙ୍କୁ ରେଣୁକାସ୍ବାମୀ ଅପମାନଜନକ ବାର୍ତ୍ତା ପଠାଇଥିଲେ। ଏହି ଘଟଣାରେ ତାଙ୍କୁ ଅପହରଣ କରାଯାଇ ନିର୍ଯାତନା ଦିଆଯିବାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri