ହରଗୌରୀ ବେଶରେ ଦର୍ଶନ ଦେବେ ପ୍ରଭୁ ଆଖଣ୍ଡଳମଣି

ଧୂଷୁରୀ,୫ା୧୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଧର୍ମର ଡଙ୍ଗା ଭସାଇଛନ୍ତି। ଶହଶହ ସଂଖ୍ୟାରେ ଶ୍ରଦ୍ଧାଳୁ ନିଜ ଡଙ୍ଗାରେ ପାନ, ଗୁଆ, ଦୀପ, ଧୂପ ରଖି ଆ – କା- ମା – ବୈ କହି ଏହାକୁ ଭସାଇଥିଲେ। ଡଙ୍ଗା ଭସାଇ ସେମାନେ ପଞ୍ଚୁକ ବ୍ରତ ଭଙ୍ଗ କରିଥିଲେ।

ଶ୍ରଦ୍ଧାଳୁଙ୍କ ହରିବୋଲ, ହୁଳହୁଳି ଧ୍ବନିରେ ପୀଠ ମୁଖରିତ ହୋଇଥିଲା। ଭୋର୍‌ ୪.୩୦ରେ ବାବାଙ୍କ ମନ୍ଦିରର ପହୁଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯାଇଥିଲା ଓ ପୀଠରେ ଥିବା ଜଗନ୍ନାଥ ମନ୍ଦିରରେ ପୂର୍ଣ୍ଣ ଆଳତି ଦେଖି ଭକ୍ତମାନେ ଆନନ୍ଦିତ ହୋଇଥିଲେ। ଦିନ ତମାମ ପୀଠରେ ଭକ୍ତଙ୍କ ଭିଡ଼ ଜମିଛି। ସନ୍ଧ୍ୟାରେ ପ୍ରଭୁଙ୍କର ହରଗୌରୀ ବେଶ ଅନୁଷ୍ଠିତ ହେବ। ଏହି ବେଶ ଦେଖିଲେ ପୁଣ୍ୟ ମିଳିଥାଏ ବୋଲି ବିଭିନ୍ନ ଶାସ୍ତ୍ରରେ ଉଲ୍ଲେଖ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri