କେନ୍ଦ୍ରରେ ଗଠନ ହେଉ ମୋଦି ସରକାର: ଏହା ଚାହେଁନା ପାକିସ୍ତାନ

ଲାହୋର,୨୨।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ପ୍ରତି ପାକିସ୍ତାନ ଉତ୍ସୁକତାର ସହିତ ଚାହିଁ ବସିଛି। ତେବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥରେ ଗଠନ ହେଉ ଏହା ପାକିସ୍ତାନ ଚାହେଁନା। ମୋଦି ସରକାରଙ୍କ ଶାସନ ସମୟରେ ଅନୁପ୍ରବେଶ ତଥା ଆତଙ୍କବାଦ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ପାକିସ୍ତାନକୁ ପସନ୍ଦ ଆସିନାହିଁ। ଏହା ସହିତ ପାକିସ୍ତାନରେ ବାସ କରୁଥିବା ମସୁଦ୍‌ ଅଜହରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣାରେ ଭାରତର ସଫଳତା ପାକିସ୍ତାନ ସହ୍ୟ କରିପାରି ନାହିଁ। ମୋଦି ପୁଣିଥରେ କ୍ଷମତାକୁ ଆସିଲେ ପାକିସ୍ତାନ ପାଇଁ ଅଡୁଆ ହେବାର ଆଶଙ୍କାରେ ଶଙ୍କାକିତ ହୋଇଛି ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କଲା ପାକିସ୍ତାନ

ଇସ୍‌ଲାମାବାଦ/କାବୁଲ,୧୮।୩: ପାକିସ୍ତାନ ସୋମବାର ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କରିବାରୁ ୩ ପିଲାଙ୍କ ସମେତ ୮ଜଣଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ବିଭିନ୍ନ ସହରଗୁଡ଼ିକରେ ଆତଙ୍କବାଦୀ ଆକ୍ରମଣ ବଢ଼ୁଥିବାରୁ...

ଏକତରଫା ବିଜୟ ହାସଲ କଲେ ଭ୍ଲାଡିମିର ପୁଟିନ: ଲଗାତର ପଞ୍ଚମଥର ପାଇଁ ହେବେ ରାଷ୍ଟ୍ରପତି

ମସ୍କୋ,୧୮।୩: ଭ୍ଲାଡିମିର ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପୁଟିନ ବିପୁଳ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। ପ୍ରାରମ୍ଭିକ ଧାରା ଅନୁଯାୟୀ...

ତୃତୀୟ ବିଶ୍ୱଯୁଦ୍ଧ ଧମକ ଦେଲେ ଭ୍ଲାଡିମିର ପୁଟିନ

ମସ୍କୋ,୧୮।୩: ରୁଷିଆ ରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଭ୍ଲାଡିମିର ପୁଟିନ ଏକ ବଡ଼ ବିଜୟ ହାସଲ କରିଛନ୍ତି। ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି...

ଅନିଶ୍ଚିତତାରେ ଋଷି ସୁନକଙ୍କ ନେତୃତ୍ୱ

ଲଣ୍ଡନ,୧୮।୩(ପି.ଟି.): ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍‌ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି...

ପାର୍ଟନରଙ୍କୁ ବାହାହେଲେ ବହିର୍ବ୍ୟାପାର ମନ୍ତ୍ରୀ

କାନ୍‌ବେରା,୧୮ା୩: ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି। ନିଜ ସମଲିଙ୍ଗୀ ବିବାହ ସମ୍ପର୍କରେ ଓ୍ବଙ୍ଗ୍‌...

ସାଧାରଣ ନିର୍ବାଚନ ପୂର୍ବରୁ ନେତୃତ୍ୱ ପରିବର୍ତ୍ତନ ପାଇଁ ଉଠିଲା ଦାବି

ଲଣ୍ଡନ,୧୭।୩: ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍‌ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି...

ଇଭିଏମ ଥିଲେ ନିର୍ବାଚନରେ ହୋଇ ନ ଥାଆନ୍ତା କୌଣସି ଅସୁବିଧା: ଇମ୍ରାନ

ଇସଲାମାବାଦ,୧୭।୩: ପାକିସ୍ତାନରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା ହେବାର ବହୁ ଦିନ ହେଲାଣି। ତେବେ ଘରୋଇ ତଥା ଆନ୍ତର୍ଜାତୀୟ ସ୍ତରରେ ପାକିସ୍ତାନର ନିର୍ବାଚନ ପ୍ରକ୍ରିୟାକୁ ନେଇ...

ରୁଷିଆରେ ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ବଢିଲା ହିଂସା, ଇଭିଏସ ଉପରେ ବଡ ସାଇବର ଆଟାକ

ମସ୍କୋ,୧୭।୩: ରୁଷିଆରେ ପ୍ରଥମ ଥର ବ୍ୟବହୃତ ହେଉଥିବା ରିମୋଟ ଇଲେକ୍ଟ୍ରୋନିକ ଭୋଟିଂ ସିଷ୍ଟମରେ ଏକ ବଡ଼ ଆକାରର ସାଇବର ଆକ୍ରମଣ କରାଯାଇଛି। ଶନିବାର ଜିନହୁଆ ନ୍ୟୁଜ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri