ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ୫ ଉଇକେଟ ହରାଇ...

ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ...

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ ନାମ ଶୁଣିଥିବେ। ଗାଜିପୁରରେ ଜନ୍ମଗ୍ରହଣ କରିଥିବା ମୁଖତାର୍‌ ଅନସାରୀଙ୍କ ପରିବାର ଏକ ପ୍ରତିଷ୍ଠିତ...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ...

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି...

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅମୃତା ରୟଙ୍କ ସହ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ମୁଁ...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ...

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି)...

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ ୨୦୨୪ର ୯ମ ମ୍ୟାଚ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ...